ଆଜି ପ୍ରକାଶ ପାଇବ ପିଜି ପ୍ରଥମ ପର୍ଯ୍ୟାୟ ସିଟ୍ ବଣ୍ଟନ ତାଲିକା, ୧୬, ୧୭ ତାରିଖରେ ନାମଲେଖା
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଥିବା ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ଗୁଡିକରେ ପ୍ରଦାନ କରାଯାଉଥିବା ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷରେ ନାମ ଲେଖିବା ଲାଗି ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍ ବଣ୍ଟନ ତାଲିକା ପ୍ରକାଶ ପାଇବ । ପ୍ରଥମ ପର୍ଯ୍ୟାୟରେ!-->…
Read More...
Read More...