Yearly Archives

2022

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ ଭଟପାଲି ଗ୍ରାମରେ ଜନ ଶୁଣାଣୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ଆଂଶିକ ପ୍ରଭାବିତ ପାଟଣାଗଡ ବ୍ଲକର ତମିଆଁ ଗ୍ରାମ ପଂଚାୟତ ଅନ୍ତର୍ଗତ ଭଟପାଲି ଗ୍ରାମ ଠାରେ ଏକ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ
Read More...

ରାଜ୍ୟସଭା ସାଂସଦଙ୍କ ହସ୍ତକ୍ଷେପ ପରେ ପାଟଣାଗଡ଼ ଓ ଘସିଏନରେ ଡାକ୍ତର ନିଯୁକ୍ତି

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାକୁ ଉପଖଣ୍ଡ ତଥା ପଡ଼ୋଶୀ ଜିଲ୍ଲାରୁ ମଧ୍ୟ ରୋଗୀମାନେ ଆସି ଚିକିତ୍ସିତ ହେଉଛନ୍ତି, କିନ୍ତୁ ଏଠାରେ ବିଭିନ୍ନ ସମସ୍ୟା ସହ ଡାକ୍ତର ସମସ୍ୟା ମଧ୍ୟ ନଜିର ରହିଛି । ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଇ ବିଗତ ତା.୨୨.୦୮.୨୨ରେ
Read More...

ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୩୯ଟି କେନ୍ଦ୍ରରେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲିରେ ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା ବ୍ଲକ ବ୍ୟତୀତ ଅନ୍ୟ ସମସ୍ତ ବ୍ଲକ ଅଂଚଳର ୩୯ଟି ବ୍ୟବସ୍ଥିତ ଟୀକା କେନ୍ଦ୍ରରେ ୧୮ରୁ ଅଧିକ ବୟସର ହିତାଧିକାରୀଙ୍କ ସହ
Read More...

ଜାତୀୟ ସ୍ତରର କୁଇଜ୍‌ ପ୍ରତିଯୋଗିତାରେ ରାଉରକେଲା ଛାତ୍ରଙ୍କ ସଫଳତା

ରାଉରକେଲା, (ସସ୍ମିତା ପ୍ରଧାନ) : ଏକ ଜାତୀୟ ସ୍ତରର କୁଇଜ୍‌ ପ୍ରତିଯୋଗିତା ଇନ୍‌କ୍ୟୁବି-୨୦୨୨ରେ ରାଉରକେଲା ସ୍ଥିତ ଏନ୍‌ଆଇଟି ବା ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନର କ୍ରିଷ୍ଣା ଆଦିତ୍ୟ ମହାନ୍ତି ଓ ସିଦ୍ଧାର୍ଥ ରାୟ ଉପବିଜେତା ହୋଇଛନ୍ତି । ଏନ୍‌ଆଇଟି ରାଉରକେଲାର ଇନ୍‌କୁଇଜିଟିଭ୍ ପକ୍ଷରୁ
Read More...

ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଅନ୍ତର୍ଗତ ପ୍ରଶିକ୍ଷଣ ସଂସ୍ଥାର ପୁନଃକଳ୍ପନା ଉପରେ ଆୟୋଜିତ ମାନସ ମନ୍ଥନ…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ (ଏମଏସଡିଇ) ଅନ୍ତର୍ଗତ ‘ରିଇମାଜିନେସନ ଅଫ୍ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ସ’ (ପ୍ରଶିକ୍ଷଣ ସଂସ୍ଥାର ପୁନଃକଳ୍ପନା) ଉପରେ ଆୟୋଜିତ ମାନସ
Read More...

ଓଡ଼ିଶାର ଦୁଇଟି ଖଣି ସମେତ ୫ ରାଜ୍ୟରେ ନିଲାମ ହେଲା ୮ କୋଇଲା ଖଣି

● ଇ-ନିଲାମୀ ମାଧ୍ୟମରେ ନିଲାମ ପ୍ରକ୍ରିୟା ସମ୍ପୂର୍ଣ୍ଣ କଲା କୋଇଲା ମନ୍ତ୍ରଣାଳୟ● ଏସବୁ ଖଣିରେ ଗଚ୍ଛିତ ରହିଛି ମୋଟ ୨୧୫୭.୪୮ ନିୟୁତ ଟନ କୋଇଲା ଭୁବନେଶ୍ୱର, (ପିଆଇବି) : ଓଡ଼ିଶାର ଦୁଇଟି ଖଣି ସମେତ ଦେଶର ୫ଟି ରାଜ୍ୟରେ ଥିବା ୮ଟି କୋଇଲା ଖଣି ନିଲାମ ହୋଇଛି । ଏସବୁ ଖଣି ନିଲାମ ପାଇଁ
Read More...

କୋଶଳ ରାଏଜ ମୁକ୍ତିମୋର୍ଚ୍ଚା ବରଗଡ଼ ଜିଲ୍ଲାର ସଭାପତି ଭାବେ ନିଯୁକ୍ତ ହେଲେ ଘନଶ୍ୟାମ

ବରଗଡ, (ନିରୋଜ କୁମାର ପାଣୀ) : କୋଶଳ ରାଏଜ ମୁକ୍ତିମୋର୍ଚ୍ଚା ପ୍ରଥମ ପର୍ଯ୍ୟାୟରେ କମିଟି ଘୋଷଣା କରିଛି । ବରଗଡ଼ ଜିଲ୍ଲାର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ବରଗଡ଼ ବ୍ଲକ ଅନ୍ତର୍ଗତ ଗୁଡେଶିରା ପଞ୍ଚାୟତର ଘନଶ୍ୟାମ ସାହୁ । ଘନଶ୍ୟାମ ବର୍ତ୍ତମାନ ବରଗଡ଼ ଜିଲ୍ଲାର ବିଜେପି ଯୁବମୋର୍ଚ୍ଚା
Read More...

ସ୍ୱରାଗିଣୀ ଅନୁଷ୍ଠାନର ଖୁଦୁରୁକୁଣୀ ମେଲଣ- ୨୦୨୨ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସ୍ୱରାଗିଣୀ ତରଫରୁ ମା' ଖୁଦୁରୁକୁଣୀ ମେଲଣ- ୨୦୨୨ ସେକ୍ଟର ୨୦ସ୍ଥିତ କମ୍ୟୁନିଟି ସେଣ୍ଟର୍‌ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସ୍ୱରାଗିଣୀର ସଭାପତି ସ୍ୱର୍ଣ୍ଣପ୍ରଭା ପଲେଇଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ
Read More...

ବଲାଙ୍ଗିର ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦଶମ ଦିବସରେ

ଏପିଜେ ଲୋଇସିଂହା, ସିସିଏଫ୍‌ଏ, ଅମାମୁଣ୍ଡା, ଜରାସିଂହା, ବ୍ଲୁ ମାଉଣ୍ଟେନ ଓ ହଲଦି ଇବି ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ପଲ୍ଲିଶ୍ରୀ ଷ୍ଟାଡିୟମ ସଦାଇପାଲିଠାରେ ଅମାମୁଣ୍ଡା ୫-୦ ଗୋଲରେ ଗେର୍ଡିକୁ ହରାଇ ଗୃପ ଚମ୍ପିୟାନ ହୋଇଛି ।
Read More...

ଗଛର ସୁରକ୍ଷା ପାଇଁ ଶପଥ ଗ୍ରହଣ କଲେ ଛାତ୍ରଛାତ୍ରୀ ଓ ଅଧ୍ୟାପକ

ବୃକ୍ଷ ବନ୍ଧୁ କାର୍ଯ୍ୟକ୍ରମ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକର ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଘୁନସରଠାରେ କଲେଜ ଅଧ୍ୟକ୍ଷ ଶୁବେନ୍ଦୁ ବିକାଶ କୁମ୍ଭାରଙ୍କ ସଭାପତିତ୍ୱରେ ଓ ପ୍ରକୃତିବନ୍ଧୁ ଶିକ୍ଷକ ତଥା ରେଡକ୍ରସ କର୍ମୀ ରାମ ନାରାୟଣ ଦାଶଙ୍କ
Read More...