Yearly Archives

2022

କୃଷକ ଉତ୍ପାଦକ କମ୍ପାନୀର କୃଷକ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କର କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ୧୦,୦୦୦ କୃଷକ ଉତ୍ପାଦକ କମ୍ପାନୀ ଗଠନ ଓ ପ୍ରୋତ୍ସାହନ ଯୋଜନାରେ ଗଠିତ ବଲାଙ୍ଗିର ଜିଲ୍ଲାର ବଲାଙ୍ଗିର ବ୍ଲକର ଘସିଏନ ଦେବୀ କୃଷକ ଉତ୍ପାଦକ କମ୍ପାନୀ ତରଫରୁ ଚନ୍ଦନଭାଟି ଗ୍ରାମ ପଞ୍ଚାୟତ ଅଧିନସ୍ତ ବଘଲା ଗ୍ରାମରେ
Read More...

ଇଲେକ୍ଟ୍ରିକ୍‌ ବାଇକ୍‌ ସୋରୁମ୍‌ରେ ଭୀଷଣ ଅଗ୍ନିକାଣ୍ଡ : ଚାଲିଗଲା ୮ ଜଣଙ୍କ ଜୀବନ

ମୃତକଙ୍କ ମଧ୍ୟରେ ଓଡ଼ିଆ ଦମ୍ପତ୍ତି ହାଇଦ୍ରାବାଦ : ଇଲେକ୍ଟ୍ରିକ୍‌ ବାଇକ୍‌ ସୋରୁମ୍‌ରେ ଭୀଷଣ ଅଗ୍ନିକାଣ୍ଡ । ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ତେଲେଙ୍ଗାନା ସିକନ୍ଦରାବାଦରେ ସୋମବାର ବିଳମ୍ୱିତ ରାତିରେ ଏପରି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ମୃତକଙ୍କ
Read More...

ରାମକୃଷ୍ଣ ମିଶନ ପକ୍ଷରୁ ବନ୍ୟା ବିପନ୍ନ ପରିବାରଙ୍କୁ ବସ୍ତ୍ର ବଣ୍ଟନ

ବାଙ୍କୀ : ଭୁବନେଶ୍ୱର ସ୍ଥିତ ରାମକୃଷ୍ଣ ମିଶନ ପକ୍ଷରୁ ମଙ୍ଗଳବାର ସକାଳେ ଶିମିଳିପୁର ପଞ୍ଚାୟତର ଶୁଖୁଆଖଳା ଏବଂ ହରିରାଜପୁର ପଞ୍ଚାୟତର ଯୋରକୂଳ ଗ୍ରାମରେ ବନ୍ୟା ବିପନ୍ନ ପରିବାରଙ୍କୁ ରିଲିଫ୍ ସହାୟତା ଭାବରେ ବସ୍ତ୍ର ବଣ୍ଟନ କରାଯାଇଛି । ପ୍ରଥମେ ଶୁଖୁଆଖଳା ଗ୍ରାମରେ ବିବେକାନନ୍ଦ ଷ୍ଟଡି
Read More...

ବିଜେପୁର ଗଞ୍ଜେଇଭାଟି ଛକରେ ଦୁର୍ଘଟଣା : ୧୬ ବର୍ଷିଅ ଛାତ୍ରୀ ଗୁରୁତର

ବରଗଡ଼, (ନିରୋଜ କୁମାର ପାଣୀ) : ବିଜେପୁର ଗଞ୍ଜେଇଭାଟି ଛକରେ ଏକ ସଡକ ଦୁର୍ଘଟଣା ଘଟି ଜଣେ ୧୬ ବର୍ଷିଅ ଛାତ୍ରୀ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ବିଜେପୁରର ଐତିହାସିକ ଅନନ୍ତବ୍ରତ ମହୋତ୍ସବ ଦେଖିବାକୁ ଆସିଥିବା ସୁନିତା ମେହେର ନାମ୍ନୀ ଜଣେ ୧୬ ବର୍ଷିଅ ଝିଅ ନିଜ ମାମୁଁ ଘରକୁ
Read More...

ଲଗାତାର ତୃତୀୟ ଥର ପାଇଁ ଓଡିଶା ଏଥଲେଟିକ୍‌ ଏସୋସିଏସନ୍‌ର ସହସଂପାଦକ ହେଲେ ବଲାଙ୍ଗିରର ପୂର୍ବତନ କ୍ରୀଡାବିତ ବିଭୁତି…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ଏଥଲେଟିକ୍‌ ଏସୋସିଏସନ୍‌ର ସହସଂପାଦକ ଭାବେ ବଲାଙ୍ଗିରର ପୂର୍ବତନ କ୍ରୀଡାବିତ ତଥା ଜିଲ୍ଲା କ୍ରୀଡା ସଂସଦର ସଦସ୍ୟ ବିଭୂତି ଭୂଷଣ ପଣ୍ଡା ନିର୍ବାଚିତ ହୋଇଛନ୍ତି । ଗତ ୧୧ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ଓଡିଶା ଏଥଲେଟିକ୍‌
Read More...

ପ୍ରଫେସର ଚକ୍ରଧର ତ୍ରିପାଠୀ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ । ରାଷ୍ଟ୍ରପତି ତାଙ୍କୁ ୫ ବର୍ଷ ପାଇଁ କୁଳପତି ଭାବେ ନିଯୁକ୍ତ କରିଛନ୍ତି । ପ୍ରଫେସର ତ୍ରିପାଠୀ ପଶ୍ଚିମବଙ୍ଗର ବିଶ୍ୱ ଭାରତୀ ଓ
Read More...

ଶତାୟୁ ପୁରୁଷଙ୍କ ପରଲୋକ

ମେଣ୍ଡା, (କେପିଏନ୍‌ଏସ୍‌) : ମହର୍ଷି ବୁଦ୍ଧରାମ ମହାବିଦ୍ୟାଳୟ, ମେଣ୍ଡାର ପରିଚାଳନା କମିଟିର ପୂର୍ବତନ ସଭାପତି ଶିବପ୍ରସାଦ ପର୍ଡିଆଙ୍କର ୧୦୨ ବର୍ଷ ବୟସରେ ତାଙ୍କ ମେଣ୍ଡା ପର୍ଡିଆପଡା ବାସଭବନରେ ଆଜି ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ମେଣ୍ଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । କଲେଜର
Read More...

ଉତ୍କଳ ସାଂସ୍କୃତିକ ପରିଷଦର ୩୨ତମ ବୋଇତ ବନ୍ଦାଣ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ୩୨ତମ ବୋଇତ ବନ୍ଦାଣ ଉତ୍ସବ ୨୦୨୨ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୨ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଅଭୟ ମହାପାତ୍ରଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ
Read More...

ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ବ୍ଲକ୍ ସ୍ତରୀୟ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ

ଛତ୍ରପୁରର ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ସମ୍ମେଳନ ସମ୍ଭାର ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଭାରତର ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତୀ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଛତ୍ରପୁର ବ୍ଲକ୍ ସ୍ତରୀୟ ଶିଶୁ ପ୍ରତିଭା
Read More...

ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରୀୟ ମହାସଭା ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରୀୟ ମହାସଭାର ବୈଠକ ଉପସଭାପତି ସୁରେନ୍ଦ୍ର କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶାରଦୀୟ ଦୁର୍ଗା ପୂଜା ଖଡ୍ଗଭବନରେ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଦଶହରାରେ ପୂର୍ବଭଳି
Read More...