Yearly Archives

2022

ଚିଲିକାରେ ଆଜିଠୁ ଡଲଫିନ୍‌ ଗଣନା

ବାଲୁଗାଁ : ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିିଏ)ଙ୍କ ମିଳିତ ଆନୁକୂଲ୍ୟରେ ଆଜି ଠାରୁ ୩ ଦିନ ବ୍ୟାପୀ ସମଗ୍ର ଚିଲିକାରେ ଇରାୱାଡ଼ି ପ୍ରଜାତିର ଡଲଫିନ ଗଣନା କରାଯିବ । ଏଥିପାଇଁ ବିଭାଗୀୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ପରିପ୍ରେକ୍ଷୀରେ
Read More...

ହକି ପାଇଁ ୨୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ଆସନ୍ତା ଜାନୁୟାରୀରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ । ଏହାକୁ କିଭଳି ସୁରୁଖୁରୁରେ ସମ୍ପାଦନ କରାଯିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦଳୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟାରେ ଲୋକସେବା ଭବନ କନ୍‌ଭେନସନ ହଲ୍‌ରେ
Read More...

କୂଅ ଖୋଳିବା ବେଳେ ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ

ବ୍ରହ୍ମପୁର : କୂଅ ଖୋଳୁଥିବା ବେଳେ ମାଟି ଅତଡା ଖସିଯିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବ୍ରହ୍ମପୁର ସହର ଶ୍ରୀରାମନଗର ମଶାଣି ସାହି ପାର୍କ ନିକଟରେ ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି । ମୃତ ଯୁବକ ଜଣକ ହେଲେ ସଦର ଥାନା ଅନ୍ତର୍ଗତ ଜଗଦଳପୁରର ସନ୍ତୋଷ ସେଠୀ(୩୬) ।
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ବରଗଡ଼ ଜିଲ୍ଲା ଗସ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ବରଗଡ଼ ଜିଲ୍ଲାର ପଦ୍ମପୁର ଉପଖଣ୍ଡର ପାଇକମାଲ ଓ ଝାରବନ୍ଧ ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରିଛନ୍ତି । ପାଇକମାଲ ବ୍ଲକ ଅଞ୍ଚଳରେ କୃଷି ଉଦ୍ୟୋଗୀ ଯୋଜନା, ବିହନ ପ୍ରକ୍ରିୟାକରଣ, ଛେଳି ପାଳନ
Read More...

୨ ଡକାୟତ ଗିରଫ : କାର, ମୋବାଇଲ, ଭୁଜାଲି ଜବତ

ନୟାଗଡ : ନୟାଗଡ ସଦର ଥାନା ପୁଲିସ୍ ମଙ୍ଗଳବାର ୨ ଜଣ ଡକାୟତଙ୍କୁ ଗିରଫ କରିଛି । ସେମାନେ ହେଲେ ଫତେଗଡ ଥାନା ଚକ୍ରଧରପ୍ରସାଦ ଗ୍ରାମର ଦିଲ୍ଲୀପ୍ ପରିଡା(୨୬) ଓ ଅନ୍ୟ ଜଣେ ଶରଣକୁଳ ଥାନା କୁସପାଣ୍ଡେରି ଗ୍ରାମର ମାନସ ପ୍ରଧାନ(୨୯) । ଏମାନଙ୍କ ନାମରେ ବିଭିନ୍ନ ଥାନାରେ ମାମଲା ରହିଛି । ଏହି ୨
Read More...

ପାଇକମାଲ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଦୀର୍ଘ ୬୨ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ବିଦ୍ୟାଳୟ ପରିସରରେ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ନୃସିଂହନାଥ ଧର୍ମଶାଳାରୁ ଏକ ଭବ୍ୟ ଶିକ୍ଷାଜ୍ୟୋତି ମଶାଲ ଶୋଭାଯାତ୍ରାରେ ପୁରାତନ ଛାତ୍ରଛାତ୍ରୀ
Read More...

ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦର ୫୧ତମ ବାର୍ଷିକ କ୍ରୀଡା ଉଦ୍‌ଘାଟିତ

ଭାଗ ନେଲେ ୧୪ ଶହରୁ ଅଧିକ ପ୍ରତିଯୋଗୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଜିଲ୍ଲାର ୫୧ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ଉପସଭାପତି କୃଷ୍ଣଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତା ଓ ସାଧାରଣ
Read More...

ସ୍ତମ୍ଭକାର ଭୂପେନ ମହାପାତ୍ରଙ୍କ ପତ୍ନୀ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ସହର ତଥା ରାଜ୍ୟର ଜଣାଶୁଣା ସ୍ତମ୍ଭକାର ଭୂପେନ ମହାପାତ୍ରଙ୍କ ପତ୍ନୀ ରାଧାରାଣୀ ଦାସ ମହାପାତ୍ରଙ୍କ ୮୩ ବର୍ଷ ବୟସରେ ଛେଣ୍ଡ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ବାଲେଶ୍ୱର ଜିଲ୍ଲାର ପୋଟସାହିର ବାସିନ୍ଦା ସ୍ୱର୍ଗତା ରାଧାରାଣୀଙ୍କ ମୃତ୍ୟୁ ଖବର ପାଇ
Read More...

ବିଦ୍ୟାଭୂଷଣ ସଂସ୍କୃତ କଲେଜଠାରେ ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଦସ୍ତଖତ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲୁଥିବା ଭାରତ ଯୋଡୋ ଯାତ୍ରାକୁ ସମର୍ଥନ କରି ଆଜି ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ବିଦ୍ୟାଭୂଷଣ ସଂସ୍କୃତ କଲେଜଠାରେ ଛାତ୍ରଛାତ୍ରୀମାନଙ୍କର ବିଭିନ୍ନ ଦାବୀ ଗୁଡିକୁ ନେଇ ଏବଂ ମହାବିଦ୍ୟାଳୟରେ ହେଉଥିବା
Read More...

କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଜି-୨୦ ବୈଠକ ହେବ

କୋଣାର୍କ : ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆୟୋଜନ ହେବ ଜି-୨୦ ବୈଠକ । ଏନେଇ ମଙ୍ଗଳବାର ଏକ କେନ୍ଦ୍ରୀୟ ପ୍ରତିନିଧି ଦଳ ସୂର୍ଯ୍ୟ ମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ର ଅନୁଧ୍ୟାନ କରିଥିଲେ । କେନ୍ଦ୍ର ସଂସ୍କୃତି ବିଭାଗ ଯୁଗ୍ମ ସମ୍ପାଦକ ଲିଲି ପାଣ୍ଡେଆ, ଏଏସଆଇ ଏଡିଜି
Read More...