ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ୫ ଆହତ
ଗୋପାଳପୁର : ବ୍ରହ୍ମପୁର ଗୋପାଳପୁର ରାସ୍ତାର ରାମଚନ୍ଦ୍ରପୁରଠାରୁ କରାପଲ୍ଲୀ ରାସ୍ତାରେ ଗତକାଲି ରାତି ପ୍ରାୟ ସାଢେ ୭ଟା ବେଳେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ!-->…
Read More...
Read More...