ଘରୁ ଡାକିନେଇ ଯୁବକଙ୍କୁ ହତ୍ୟା ଘଟଣା : ନିରପେକ୍ଷ ତଦନ୍ତ ଓ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀରେ…
ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଥାନା କାପସି ଗ୍ରାମର ଯୁବକ ତୁଲାରାମ ତାଣ୍ଡି(ମଣ୍ଟୁ)ଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା ଦିନକୁ ଦିନ ସରଗରମ ହେବାରେ ଲାଗିଛି । ଘଟଣାର ନିରପେକ୍ଷ ତଦନ୍ତ ଓ ସମ୍ପୃକ୍ତ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀରେ ଦଳିତ!-->…
Read More...
Read More...