Yearly Archives

2022

ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ସମସ୍ତ ବ୍ଲକର ପ୍ରତିନିଧି ମାନଙ୍କର ଉପସ୍ଥିତିରେ ସମ୍ପାଦକ ହରେକୃଷ୍ଣ ରଥ ଓ ସହ ସମ୍ପାଦିକା ଅନୁପମା ପ୍ରହରାଜଙ୍କ ଆବାହନ କ୍ରମେ ସଭାନେତ୍ରୀ ଶାନ୍ତିଲତା ସାହୁଙ୍କ…
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବିପୁଳିଙ୍ଗି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ସଂସ୍କୃତ ପଣ୍ଡିତ ରମେଶ ଚନ୍ଦ୍ର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି…
Read More...

ଛତ୍ରପୁର ୟୁରୋ ସ୍କୁଲରେ ନିଆରା ଢ଼ଙ୍ଗରେ ପାଳିତ ହେଲା ଗୁରୁ ଶିଷ୍ୟର ମହାନ ପରମ୍ପରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ଦ୍ୱିତୀୟ ରାଷ୍ଟ୍ରପତି ରାଷ୍ଟ୍ରଗୁରୁ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ ସେପ୍ଟେମ୍ବର ୫ ତାରିଖକୁ ପବିତ୍ର ଗୁରୁଦିବସ ଭାବେ ସର୍ବଭାରତୀୟସ୍ତରରେ ସମସ୍ତ ଶିକ୍ଷାନୁଷ୍ଠାନମାନଙ୍କରେ ପାଳିତ ହୋଇଥାଏ । ଅଜ୍ଞାନ ରୂପକ ଅନ୍ଧକାରକୁ…
Read More...

ରମ୍ଭା ରେଳ ଷ୍ଟେସନରେ ଗୁଣପୁର-କଟକ ମେମୋ ଟ୍ରେନ ରହଣି

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ପୂର୍ବତଟ ରେଳପଥ ଗଞ୍ଜାମ ଜିଲ୍ଲାର ରମ୍ଭା ରେଳ ଷ୍ଟେସନରେ ସୋମବାର ପୂର୍ବାହ୍ନରେ ଗୁଣପୁର-କଟକ ମେମୋ ଟ୍ରେନ ରହଣି ହୋଇଛି । ଯାହାକୁ ନେଇ ଅଞ୍ଚଳବାସୀ ଖୁସି ଜାହିର କରିଥିବା ଜଣାପଡ଼ିଛି । ସକାଳ ସମୟରେ ରମ୍ଭା ଷ୍ଟେସନରେ ଟ୍ରେନ ରହିବା କ୍ଷଣି ପୂର୍ବରୁ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୭୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ ଜଣ…
Read More...

ଶାନ୍ତିପଡା ସ୍ଥିତ ୧୮୯ ବାଟାଲିୟନ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତିପଡା ୧୮୯ ବାଟାଲିୟନ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ…
Read More...

ନିଆଁରା ଭାବେ ଗୁରୁଦିବସ ପାଳନ କଲେ ଗଛ ମଣିଷ ତ୍ରିଲୋଚନ ସାହୁ

ପାଟଣାଗଡ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ତମିଆଁ ଗ୍ରାମରେ ନିଆଁରା ଭାବେ ଗୁରୁଦିବସ ପାଳନ କଲେ ଗଛ ମଣିଷ ତ୍ରିଲୋଚନ ସାହୁ । ଶ୍ରୀ ସାହୁ ନିଜକୁ ଶିକ୍ଷାଦାନ କରିଥିବା ଗୁରୁମାନଙ୍କୁ ଗଛ ଉପହାର ଦେଇ ଗୁରୁ ଦିବସ ପାଳନ କରିଛନ୍ତି । ସେ ସମାଜକୁ ଏକ ନବ ବାର୍ତ୍ତା ଦେବା…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗରେ ଶିକ୍ଷକ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗରେ ବିଭାଗୀୟ ମୁଖ୍ୟ ପ୍ରଧ୍ୟାପକ ଡ. ବିରଞ୍ଚି ସାହୁଙ୍କ ସଭାପତିତ୍ୱରେ ଶିକ୍ଷକ ଦିବସ ପାଳିତ ହୋଇଯାଇଛି । ବିଭାଗର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ଶିକ୍ଷକମାନଙ୍କର ଆଶୀର୍ବାଦ ଓ ଗୁରୁଦାୟିତ୍ୱ ଉପରେ ନିଜ…
Read More...

ପରବାସୀ କୁଟୁମ ଓ ଉତାଲଗଡର ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପରବାସୀ କୁଟୁମ ଓ ଉତାଲଗଡ ନାଟ୍ୟ ସଂସଦର ମିଳିତ ଆୟୋଜନରେ ବରଗଡ ଜିଲ୍ଲା ବିଜେପୁର ବ୍ଲକ ତାଳପଦର ସ୍ଥିତ ଖଗେଶ୍ୱର ମଣ୍ଡପଠାରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ରବିବାର ସକାଳେ ସାଂସ୍କୃତିକ ଶୋଭାଯାତ୍ରା ଗ୍ରାମ ପରିକ୍ରମା ପରେ ଭେଟ୍‌ଘାଟ୍‌…
Read More...

ଛତ୍ରପୁରରେ ଭୋଟର ସଚେତନତା ରଥର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୋଟର କାର୍ଡ ସହ ଆଧାର କାର୍ଡ ସଂଯୋଗୀକରଣ କରିବା ନିମନ୍ତେ ଭୋଟରମାନଙ୍କୁ ସଚେତନତା କରାଇବା ଲକ୍ଷ୍ୟ ନେଇ ଏକ ସଚେତନତା ରଥ ବାହାରିଛି । ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏହି ରଥ ପରିକ୍ରମାର ଶୁଭାରମ୍ଭ କରାଯାଇଛି । ସୋମବାର…
Read More...