Yearly Archives

2022

ଭାରତୀୟ ଜୀବନ ବୀମା ନିଗମ ଅଭିକର୍ତ୍ତା ସଂଘର ଧାରଣା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଶାଖା ଦ୍ୱାରା ସର୍ବ ଭାରତୀୟ ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ୱାନରେ ସଂଘ ତରଫରୁ ସେପ୍ଟେମ୍ବର ୧ ତାରିଖଠାରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଧାରଣା କାର୍ଯ୍ୟକ୍ରମ ଚାଲୁ ରହିଛି । ବିମାଧାରୀ ଓ ଏଜେଣ୍ଟ ମାନଙ୍କର ବିଭିନ୍ନ ପ୍ରକାରର ସମସ୍ୟାକୁ…
Read More...

ରାଜବୋଡ଼ାସମ୍ବର ପ୍ରାଥମିକ ଶିକ୍ଷକଙ୍କ ତେଜିଲା ପୁରୁଣା ପେନସନ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଲ୍‌ ଓଡିଶା ପ୍ରାଥମିକ ଶିକ୍ଷକ ସଂଘ, ରାଜବୋଡାସମ୍ବର କାର୍ଯ୍ୟକାରୀ କମିଟିଙ୍କ ନିଷ୍ପତ୍ତି କ୍ରମେ ପ୍ରତ୍ୟେକ ବିଦ୍ୟାଳୟରେ ଗୁରୁଦିବସ ପାଳନ କରିବା ପରେ ସରକାରଙ୍କୁ ଅଭିନବ ଉପାୟରେ ପୁରୁଣା ପେନସନ ଲାଗୁ ନେଇ ବିଦ୍ୟାଳୟରେ ଥାଇ ସରକାରଙ୍କୁ…
Read More...

ଦୁଇ ବାଇକ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଥାନା ଖପ୍ରାଖୋଲ ରାସ୍ତାର ବାଲିପଟା ଗାଁ ନିକଟ କୁକୁରଚବା ବ୍ରିଜ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହେବା ସହ ଅନ୍ୟ ୨ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି । ମୃତ ବ୍ୟକ୍ତି ହେଲେ…
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବ ପ୍ରସ୍ତୁତି ଅନୁଯାୟୀ ଆଜି ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ସମସ୍ତ ସଭ୍ୟ / ସଭ୍ୟାମାନଙ୍କୁ ନେଇ ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘ, କାର୍ଯ୍ୟାଳୟରେ ଏକ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ସଭାପତି ଗୁରୁଶ୍ରୀ ଘାସିରାମ ମିଶ୍ରଙ୍କ…
Read More...

ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ୍‌ ତରଫରୁ ଗୁରୁ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୃଥ୍ୱୀରାଜ ହାଇସ୍କୁଲ ବଲାଙ୍ଗିର ୧୯୭୭ ବ୍ୟାଚ ଆନୁକୂଲ୍ୟରେ ପୃଥ୍ୱୀରାଜ ହାଇସ୍କୁଲ ପରିସରରେ ଗୁରୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ହାଇସ୍କୁଲର ଅବସରପ୍ରାପ୍ତ ବର୍ଷିୟାନ ଗୁରୁମାନଙ୍କୁ ନିମନ୍ତ୍ରିତ କରାଯାଇଥିଲା । ଗୁରୁବୃନ୍ଦ…
Read More...

ଜଏଣ୍ଟ କୋଡିନେସନ କମିଟି ରେଳ ଉପଭୋକ୍ତା ସଂଘ ବଲାଙ୍ଗିର ଓ ବରଗଡ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦଙ୍କୁ ଦାବୀପତ୍ର ପ୍ରଦାନ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜଏଣ୍ଟ କୋଡିନେସନ କମିଟି ବଲାଙ୍ଗିର ଓ ବରଗଡ ସଂଘ ପକ୍ଷରୁ ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କୁ ତାଙ୍କ ପାଟଣାଗଡ ସ୍ଥିତ ବାସଭବନରେ ସାକ୍ଷାତ କରିବା ଏବଂ ରେଳ ଉପଭୋକ୍ତାଙ୍କ ସୁବିଧା ପାଇଁ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସଂଘ…
Read More...

ଗୁରୁଦିବସ ଉପଲକ୍ଷେ ବୈତାଳି କ୍ଲଷ୍ଟର ସିଆର୍‌ସିସିଙ୍କ ନିଆରା ଉଦ୍ୟମ : ୧୨ ଶିକ୍ଷକଙ୍କୁ କଲେ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପବିତ୍ର ଗୁରୁଦିବସ ଅବସରରେ ବରଗଡ଼ ଜିଲ୍ଲା ବୈତାଳି କ୍ଲଷ୍ଟରର ସିଆର୍‌ସିସି ଦିବସ କୁମାର ସାହୁଙ୍କ ଉଦ୍ୟମରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବୈତାଳିଠାରେ ଏକ ଶିକ୍ଷକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁରୁଦିବସ ଦିନ ରାଜ୍ୟ…
Read More...

ବରଗଡ ବ୍ଲକସ୍ତରୀୟ କୌତୁକ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ନିଶାମଣି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ବରଗଡ଼ ବ୍ଲକସ୍ତରୀୟ କୌତୁକ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ବରଗଡ଼ ବ୍ଲକ ବରିଷ୍ଠ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ…
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୪୯ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୧୯ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ…
Read More...

ବ୍ରାହ୍ମଣଡିହି ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ଦୁଲୁକିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବ୍ରାହ୍ମଣଡିହି ଯୁବ ତାରକା ଅନୁଷ୍ଠାନ ଯୁବକମାନଙ୍କ ଦ୍ୱାରା ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବରଗଡ ସାଂସଦ…
Read More...