Yearly Archives

2022

୮ରୁ ଫ୍ୟାସନ୍‌ ଆଣ୍ଡ୍‌ ଲାଇଫ୍‌ଷ୍ଟାଇଲ୍‌ ମେଳା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ପ୍ରମୁଖ ଗୃହ ନିର୍ମାଣକାରୀ ସଂସ୍ଥା ଇଭୋସ ବିଲ୍‌ଡକନ୍‌ର ସହଯୋଗରେ ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି) ଏବଂ ମହିଳା ଉଦ୍ୟୋଗୀ ପରିଷଦ ଆଇଏନ୍‌ଡବ୍ଲ୍ୟୁଇସି ପକ୍ଷରୁ ଏକ ୫ ଦିନିଆ ଫ୍ୟାସନ୍‌ ଆଣ୍ଡ୍‌ ଲାଇଫ୍‌ଷ୍ଟାଇଲ୍‌ ମେଳାର ଆୟୋଜନ କରାଯାଉଛି ।
Read More...

ମୁଡ୍‌ଲିଫ୍ଟ ଫ୍ୟାସନ ପକ୍ଷରୁ ଫ୍ୟାସନ ପ୍ରତିଯୋଗିତାର ଚୂଡାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୋପବନ୍ଧୁ ସ୍ମୃତି ସଂସଦଠାରେ ଆୟୋଜିତ ମୁଡ୍‌ଲିଫ୍ଟ ଫ୍ୟାସନ ପକ୍ଷରୁ ମିଷ୍ଟର, ମିସେସ୍‌, ମିସ୍‌, ଶିଶୁ ଓ ଚାଲିବା ଆରମ୍ଭ କରିଥିବା ଛୋଟ ଶିଶୁ (ଟୋଡଲର୍ସ)ଙ୍କୁ ନେଇ ବିଭିନ୍ନ ବିଭାଗରେ ଫ୍ୟାସନ ପ୍ରତିଯୋଗିତାର ଚୂଡାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିବା
Read More...

ବ୍ଲକସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ମହୋତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ହକି ବିଶ୍ୱକପ ଅବସରରେ ପ୍ରଶାସନ ପକ୍ଷରୁ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର
Read More...

ପୋଷଣ ସହାୟତା ଦେବ ଲାଲଚାନ୍ଦ ଫାଉଣ୍ଡେସନ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ ଜୁଏଲର୍ସର ସହଭାଗୀ ସଂସ୍ଥା ଲାଲଚାନ୍ଦ ଫାଉଣ୍ଡେସନ୍‌ ଭୁବନେଶ୍ୱରର ୨୦୦ ଯକ୍ଷ୍ମାରୋଗୀଙ୍କୁ ୬ ମାସ ପାଇଁ ପୋଷ୍ୟ ଭାବେ ଗ୍ରହଣ କରି ଆବଶ୍ୟକ ପୋଷଣ ସହାୟତା ପ୍ରଦାନ କରୁଥିବା ଜଣାପଡ଼ିଛି । ବିଶେଷକରି ଜାତୀୟ
Read More...

ଡଲଫିନ୍ ସୁରକ୍ଷା ସଚେତନତା ପାଇଁ ଡେଲାଙ୍ଗରୁ ସାଇକେଲରେ ଯାତ୍ରା କଲେ ବିଶ୍ୱଜିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିରଳ ଚିଲିକାର ସାତପଡ଼ା ଅଂଚଳରେ ଦେଖାଯାଉଥିବା ଏରୱାଡି ଡଲଫିନ୍‌ଙ୍କ ପ୍ରତିବର୍ଷ ପରି ଚଳିତ ବର୍ଷ ଡ଼ଲଫିନ୍‌ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁଯାଉଛି । ଏହି ଏରୱାଡି ଡ଼ଲଫିନ୍ ନାମ ମିଆଁମାରର ଏକ ନଦୀର ନାମ ଅନୁସାରେ ହୋଇଥିବା ବେଳେ ସ୍ଥାନୀୟ
Read More...

ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା

ଭୁବନେଶ୍ୱର : ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା । ଗୋଟିଏ ଦିନରେ ତାପମାତ୍ରା ୨ରୁ ୪.୬ ଡିଗ୍ରୀ ଖସିଛି । ରବିବାର ରାତିରେ କନ୍ଧମାଳର ଜି. ଉଦୟଗିରିରେ ତାପମାତ୍ରା ୫ ଡିଗ୍ରୀକୁ ଖସି ଆସିଛି । ଯାହା ଶନିବାର ରାତିରେ ଥିଲା ୭ ଡିଗ୍ରୀ । ସେହିପରି କୋରାପୁଟ ଜିଲ୍ଲାର ସେମିଳିଗୁଡାରେ ରାତିରେ
Read More...

୨୪ରେ ନୂଆଦିଲ୍ଲୀରେ ପହଞ୍ଚିବ ଭାରତ ଯୋଡ଼ୋ ଯାତ୍ରା

ନୂଆଦିଲ୍ଲୀ : ଭାରତ ଯୋଡ଼ୋ ଯାତ୍ରା ୨୪ରେ ନୂଆଦିଲ୍ଲୀରେ ପହଞ୍ଚିବ । ଦିଲ୍ଲୀ ପରେ ପଦଯାତ୍ରା ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଜାନୁୟାରୀ ୨୬ରେ ଶେଷ ହେବା କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଅଭିନେତାରୁ ରାଜନେତା ହୋଇଥିବା କମଲ ହାସନ କଂଗ୍ରେସ ନେତା
Read More...

ବିବେକାନନ୍ଦ ପାଠାଗାରର କର୍ମକର୍ତ୍ତା ଚୟନ

ସଇଁତଲା, (କେପିଏନ୍‌ଏସ୍‌) : ସଇଁତଲା ବ୍ଲକ ବାଗଜୋର ସ୍ଥିତ ବିବେକାନନ୍ଦ ପାଠାଗାରର ଏକ ବୈଠକ ଭୀମସେନ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ନୂଆ କର୍ମକର୍ତ୍ତା ଚୟନ କରାଯାଇଥିଲା । ଏଥିରେ ହେମସାଗର ସାହୁ ସଂପାଦକ, ଯୋଗେଶ ସାହୁ ସହସଂପାଦକ, ଚନ୍ଦ୍ର ଚନ୍ଦନ ଉପସଭାପତି, ନାରାୟଣ ଜାଲ ଓ
Read More...

ମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡିଲେ ମହିଳା ଗୋଷ୍ଠୀ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ସରଗାଡ ପଞ୍ଚାୟତ ସିଂଘାଣିମୁଣ୍ଡା ଗାଁରେ ମଦ କାରବାର ବନ୍ଦ କରିବାକୁ ଅଣ୍ଟା ଭିଡିଛନ୍ତି ଗାଁର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ । ରବିବାର ସ୍ଥାନୀୟ ୱାର୍ଡ ସଭ୍ୟଙ୍କ ଅଧ୍ୟକ୍ଷତାରେ ମହିଳାମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।
Read More...

ବନ୍ଧୁକ ଦେଖାଇ ଡକାୟତି ଉଦ୍ୟମ

ତୁଷୁରା, (କେପିଏନ୍‌ଏସ୍‌) : କପସିଲା- ତୁଷୁରା ରାସ୍ତାରେ ସୋମବାର ବନ୍ଧୁକ ଦେଖାଇ ଡକାୟତି ଉଦ୍ୟମ ହୋଇଥିବା ନେଇ ତୁଷୁରା ଥାନାରେ ଅଭିଯୋଗ ହୋଇଛି । ପୁଲିସର ସୂଚନା ଅନୁସାରେ, ସୋମବାର ଅପରାହ୍ଣ ୨ଟା ସମୟରେ ସଇଁନ୍ତଲା ଥାନା କନ୍ଧକେଲଗାଁ ଗ୍ରାମର ମନ୍ମଥ ମେହେର କପସିଲା ଗ୍ରାମରେ ପ୍ରବଚନ
Read More...