Yearly Archives

2022

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର ପଣ୍ଡା ନିଯୁକ୍ତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ପୁରୀ ସ୍ଥିତ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି । ରବିବାର ରାଜ୍ୟପାଳ ତଥା ବିଶ୍ୱ ବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀଲାଲ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର…
Read More...

‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀ ଦିଲ୍ଲୀରେ 'ଜୀବନବ୍ୟାପୀ ସାଧନା ସମ୍ମାନ'ରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ସିଜେଆଇ ଜଷ୍ଟିସ ଏନ.ଭି.ରମଣାଙ୍କଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ…
Read More...

ଶିରାବାହାଲ ଓ ମହଲାଇରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଶିରାବାହାଲରେ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ଅତିଥି ଭାବେ ଦେବେନ୍ଦ୍ର ଭୋଇ, ପ୍ରଦୀପ ତ୍ରିପାଠୀ ଯୋଗ ଦେଇଥିଲେ । ଏହି ସଭାକୁ ବିଧାନ ବିଶ୍ୱାଲ ଓ ସାଂକୃତିକ କାର୍ଯ୍ୟକ୍ରମକୁ ଅବନୀ ପଧାନ ଓ ଅବନୀ ସାହୁ ପରିଚାଳନା କରିଥିଲେ । ପ୍ରଫୁଲ୍ଲ ପୋଡ଼…
Read More...

ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟ ଓ ବଲାଙ୍ଗିର ସେଞ୍ଚୁରିଅନ ବିଶ୍ଵ ବିଦ୍ୟାଳୟ ମଧ୍ୟରେ ବୈଷୟିକ ଶିକ୍ଷାର ବିନିମୟ ପାଇଁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିଏଭି (ସ୍ଵଂୟଶାସିତ) ମହାବିଦ୍ୟାଳୟ, ଟିଟିଲାଗଡ଼ ଏବଂ ସେଞ୍ଚୁରିଅନ ବିଶ୍ଵ ବିଦ୍ୟାଳୟ, ବଲାଙ୍ଗିର ମଧ୍ୟରେ ଉଚ୍ଚ ଶିକ୍ଷାର ଆଦାନ ପ୍ରଦାନ ତଥା ବୈଷୟିକ ଶିକ୍ଷାର ବିନିମୟ ପାଇଁ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ୱାକ୍ଷରିତ ହୋଇଛି । ଡିିଏଭି (ସ୍ଵୟଂ ଶାସିତ)…
Read More...

କଖଡିରେ ବିଜେଡିର ସାଂଗଠନିକ ବୈଠକ ଅନୁଷ୍ଠିତ

ଗୁରୁଡିଝାଟିଆ : କଖଡି ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ବିଜୁ ଜନତା ଦଳର ସାଂଗଠନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ବିଜୁ ଜନତା ଦଳ ସଭାପତି ରଞ୍ଜନ କୁମାର ମୁଦୁଲିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସରପଞ୍ଚ କଳ୍ପନା ଛତାର, ଦଳର ବରିଷ୍ଠ କର୍ମୀ ବିଷ୍ଣୁଚରଣ ମହାରଣା,…
Read More...

ଡ. ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଦିବସ ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସର୍ବପୁରାତନ ସାହିତ୍ୟ ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ଦ୍ୱାରା ଡ଼. ନବୀନ କୁମାର ସାହୁଙ୍କର ଶ୍ରାଦ୍ଧ ବାର୍ଷିକୀ ପାଳନ ଓ କବିତା ପାଠୋତ୍ସବ ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଂଘର ଉପସଭାପତି ରଶ୍ମି ରଞ୍ଜନ ବୋଇତାଇ ସଭାପତିତ୍ୱ…
Read More...

ଜଙ୍ଗଲ ପରିବେଶ ମନ୍ତ୍ରୀଙ୍କ ଦ୍ୱାରା ବ୍ୟାଟେରୀ ଗାଡି ସୋ ରୁମ୍‌ ଉଦ୍‌ଘାଟିତ

ବୌଦ୍ଧ, (ବଂଶୀଧର ମାଝୀ) : ପରିବେଶ ବ୍ୟାପକ ଭାବରେ ପ୍ରଦୂଷିତ ହେବା ଯୋଗୁଁ ପାଣିପାଗରେ ଅନିୟମିତତା ଦେଖାଦେଇଛି । ଫଳରେ ପ୍ରାକୃତିକ ବିପର୍ଯ୍ୟୟ ଘଟି ଅନେକ ଧନ ଜୀବନ ନଷ୍ଟ ହେଉଛି । ତେଣୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପରିବେଶର ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ…
Read More...

ଅର୍ଦ୍ଧ ନିର୍ମିତ ଘରରେ ଚାଲିଥିଲା ଜୁଆ ଆଡ୍ଡା, ଅତର୍କିତ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ବାନ୍ଧିଲା ହିଂଜିଳି ପୋଲିସ : ୧…

ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ହିଂଜିଳିକାଟୁ ଅଞ୍ଚଳ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ସୂଚନା ପାଇ ଅତର୍କିତ ଚଢ଼ାଉ କଲା ହିଂଜିଳି ପୋଲିସ । ଚଢ଼ଉ ବେଳେ ୧୫ ଜଣ ଜୁଆଡ଼ିଙ୍କୁ ଧରିଥିବା ବେଳେ ସେମାନଙ୍କ ଠାରୁ ଲକ୍ଷେ ୫୩ ହଜାର ଟଙ୍କା ସହ ୧୮ଟି ଦାମୀ ମୋବାଇଲ ଜବତ କରିଛି ପୋଲିସ ।…
Read More...

ମୋରମ ଖାଦାନରେ ପଡି ଆଖି ବୁଜିଲା ୫ ବର୍ଷର ଶିଶୁ ପୁତ୍ର : ମୃତଦେହ ଉଦ୍ଧାର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ବଣାଇ ଥାନା ବାବୁ ନୂଆଗାଁରେ ଅଘଟଣା । ପାଣିଭର୍ତି ମୋରମ ଖାଦାନରେ ପଡି ଆଖିବୁଜିଲା ନାବାଳକ । ୫ ବର୍ଷର ଶିଶୁର ମୃତ୍ୟୁ ଖବର ଜଣାପଡ଼ିବା ପରେ ଅଞ୍ଚଳରେ ଶୋକାକୂଳ ପରିବେଶ ଦେଖାଦେଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି ।…
Read More...

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ ମୃତ

ବଡ଼ମ୍ବା : ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ବଡ଼ମ୍ବା ଥାନା ଅନ୍ତର୍ଗତ ବୀରବରପୁର ଗ୍ରାମର ଗୋଟିଏ ବୁଣାକାର ପରିବାରରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ବିଷାକ୍ତ ଖାଦ୍ୟଖାଇ ଗତକାଲି ପୁଅ ଝିଅଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି…
Read More...