ଗଣେଶ ପୂଜା ପାଇଁ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ : ୧୪୪ ଧାରା ଜାରି
ଧାମନଗର : ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ ସୋହଡା ଗ୍ରାମ ପଞ୍ଚାୟତରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଜଣାପଡିଛି । ବାଜପେୟୀ କ୍ଲବ ନିକଟରେ ଗଣେଶ ପୂଜା ପାଇଁ ମଣ୍ଡପ ନିର୍ମାଣକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହେବା ସହିତ କିଛି ଯୁବକ ଆହତ ହୋଇଛନ୍ତି । ଏନେଇ!-->…
Read More...
Read More...