Yearly Archives

2022

ଭାରତ ପେଟ୍ରୋଲ ପମ୍ପରେ ଯୁବକଙ୍କ ଉନ୍ମତ୍ତ କାଣ୍ଡର ଭିଡିଓ ଭାଇରାଲ

କର୍ମଚାରୀଙ୍କୁ ମାଡ ମାରିବା ସହ ପମ୍ପ ଜାଳି ଦେବା ପାଇଁ ଉଦ୍ୟମ କରୁଥିବା ଅଭିଯୋଗ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚୁଡାପାଲି ସ୍ଥିତ ଭାରତ ପେଟ୍ରୋଲ ପମ୍ପର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏଥିରେ କିଛି ଯୁବକ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ମାଡ ମାରିବା ସହ ପମ୍ପ ସାମଗ୍ରୀ
Read More...

ରାଜବୋଡାସମ୍ବର ଫଟୋଗ୍ରାଫର୍ସ ଆସୋସିଏସନ୍‌ର ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ପୁରୋହିତ କଲ୍ୟାଣ ମଣ୍ଡପ ପରିସରରେ ରାଜବୋଡାସମ୍ବର ଫଟୋଗ୍ରାଫର୍ସ ଆସୋସିଏସନ୍ ତାର ୬ଷ୍ଠ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ନାଟ୍ୟକାର ଅଶୋକ କୁମାର ବହିଦାରଙ୍କ ସଂଯୋଜନାରେ ଆୟୋଜିତ ସଭାରେ
Read More...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାକୁ ନର୍ଲା ଆଦର୍ଶ ବିଦ୍ୟାଳୟର ଦୁଇ ଜଣ ଛାତ୍ରଛାତ୍ରୀ ଚୟନ ହେବା ପରେ ନର୍ଲା ଅଞ୍ଚଳରେ ଖୁସିର…

କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ କଳାହାଣ୍ଡିର ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା ୨୦୨୨-୨୩ ଗତକାଲି ଉଦ୍‌ଯାପିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡି ଏହି ମେଳା ଉଦ୍‌ଘାଟନ କରିଥିଲେ ।
Read More...

ରୋଟାରୀ ପବ୍ଲିକ୍ ସ୍କୁଲ, ବରଗଡ଼ ପାଇଁ ଗୌରବ ଆଣିଲେ ପ୍ରିୟାଂଶୀ

ବରଗଡ, (ନିରୋଜ କୁମାର ପାଣୀ) : ଉଚ୍ଚ ନ୍ୟାୟାଳୟ, କଟକ କନଫରେନ୍ସ ହଲ୍‌ରେ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଗତକାଲି ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟରୁ ମନୋନୀତ ହୋଇଥିବା ୧୨ ଜଣ କୁନି ଚିତ୍ରଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ରୋଟାରୀ
Read More...

ମାନବାଧିକାର ସୁରକ୍ଷା ସଂଘର ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କୁଞ୍ଜର ଗ୍ରାମର ତ୍ରିନାଥ ମନ୍ଦିର ପ୍ରାଙ୍ଗଣରେ ରବିବାର ମାନବାଧିକାର ସୁରକ୍ଷା ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ସମାଜସେବୀ ଅନାମ ମଲ୍ଲିକ ଅଧ୍ୟକ୍ଷତା କରିଥିଲେ । ଏହି
Read More...

ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଓ ସାରସ୍ଵତ ସମାରୋହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦର ଦ୍ଵିତୀୟ ବାର୍ଷିକ ଉତ୍ସବ ପାଳନ ଅବସରରେ ସାରସ୍ଵତ ସାଧକ ପ୍ରଶାନ୍ତ କୁମାର ମଙ୍ଗରାଜଙ୍କ ସଭାପତିତ୍ୱରେ ଏକ କବିତା ପାଠ ଉତ୍ସବ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଶିଶୁ ସାହିତ୍ୟିକ
Read More...

ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ବନ୍ଧୁମିଳନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ନିକଟସ୍ଥ ମା' ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବିଭିନ୍ନ ୱାର୍ଡରୁ ୮୦ କଳାକାର ଯୋଗ ଦେଇ ଅପେରା ସାଇ ସମ୍ରାଟ ପରିବେଷଣ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ମନ୍ଦିର ଆନୁକୂଲ୍ୟରେ ସଂକୁଳସ୍ତରୀୟ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଷ୍ଟାଡିୟମ ପରିସରରେ ଛତ୍ରପୁର ସରସ୍ୱତୀ ଶିଶୁ ମନ୍ଦିର ଆନୁକୂଲ୍ୟରେ ସଂକୁଳସ୍ତରୀୟ ବାର୍ଷିକ କ୍ରୀଡ଼ା ସାମାରୋହ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ସଙ୍କୁଳସ୍ତରୀୟ ଅର୍ଥାତ ଗୋପାଳପୁର, ରମ୍ଭା, ଛତ୍ରପୁର, ଗଞ୍ଜାମ, ନରେନ୍ଦ୍ରପୁର ଓ
Read More...

ସଦାନନ ମେହେରଙ୍କୁ ଭେଟିଲେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାନନ ମେହେରଙ୍କୁ ଭେଟିଲେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ସୂଚନା ଅନୁସାରେ ଗତକାଲି ଆଗଲପୁର ବ୍ଲକ ଅନ୍ତର୍ଗତ ସ୍କୁଲ ଛାତ୍ରଙ୍କ ସହିତ ଘଟିଯାଇଥିବା ଘଟଣାର ଖବର ପାଇ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ବଲାଙ୍ଗିର ଭୀମଭୋଇ
Read More...

କେଏମପି ସ୍ପୋର୍ଟସ୍‌ ଏକାଡେମୀର ୨୭ତମ କଲର ବେଲ୍ଟ ପ୍ରତିଯୋଗିତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ କ୍ରୀଡା ଅନୁଷ୍ଠାନ କେଏମପି ସ୍ପୋର୍ଟସ୍‌ ଏକାଡେମୀ ପକ୍ଷରୁ ୨୭ତମ କଲର ବେଲ୍ଟ ପ୍ରତିଯୋଗିତା ଛତ୍ରପୁରସ୍ଥ ଲକ୍ଷ୍ମଣ ଭବନ ପରିସରରେ ଥିବା ଏହି ଅନୁଷ୍ଠାନର ଏକାଡେମୀର ତାଲିମ କେନ୍ଦ୍ରରେ ଆୟୋଜିତ ହୋଇଯାଇଛି । ଏକାଡେମୀର ମୁଖ୍ୟ
Read More...