ବିଶ୍ୱ ଫଟୋଗ୍ରାଫି ଦିବସ ଅବସରରେ ରାଉରକେଲା ଫଟୋଗ୍ରାଫର ଓ ଭିଡିଓଗ୍ରାଫି ଆସୋସିଏସନ୍ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ବିଶ୍ୱ ଫଟୋଗ୍ରାଫି ଦିବସ ଅବସରରେ ରାଉରକେଲା ଫଟୋଗ୍ରାଫର୍ସ ଓ ଭିଡିଓଗ୍ରାଫର୍ସ ଆସୋସିଏସନ୍ ପକ୍ଷରୁ ସେକ୍ଟର ୩ ରଥଖଳାରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ସକାଳ ୧୦ ଘଟିକାରୁ ଏହି ଶିବିର ରାଉରକେଲା ସରକାରୀ ଡାକ୍ତରଖାନାର!-->…
Read More...
Read More...