ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଂଚାୟତିରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ!-->…
Read More...
Read More...