ପ୍ୟାଲେସଲାଇନରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ନେଇ ନିଆରା ପର୍ବ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ ୨୦ର ପ୍ୟାଲେସଲାଇନ ଠାରେ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ନେଇ ଏକ ନିଆରା ପର୍ବ ଅନୁଷ୍ଠିତ ହୋଇଯାଇଛି । ୱାର୍ଡ ନଂ ୨୦ର ପୂର୍ବତନ କାଉନ୍ସିଲର ପିତାମ୍ବର ଖମ୍ବାରିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ!-->…
Read More...
Read More...