Yearly Archives

2022

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଖୋର୍ଦ୍ଧା : ୧୬ ନଂ ଜାତୀୟ ରାଜପଥ ଦୀକ୍ଷିତପଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଏକ ବିଦ୍ୟୁତ୍‌ଖୁଣ୍ଟ ବୋଝେଇ ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା ଦେବାରୁ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ ଉଲ୍ଲାସ ଚନ୍ଦ୍ର ସାହୁ(୫୩)
Read More...

ମହିଳା ଫୁଟବଲ ଲିଗରେ ସ୍ପୋର୍ଟ୍ସ ଓଡିଶାକୁ ହରାଇଲା ଓଡିଶା ଏଫସିଡବ୍ଲ୍ୟୁ

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଓଡିଶା ମହିଳା ଲିଗ ଫୁଟବଲରେ ଶନିବାର ଓଡିଶା ଏଫସିଡବ୍ଲ୍ୟୁ ବିଜୟ ହାସଲ କରିଛି । ସ୍ପୋର୍ଟ୍ସ ଓଡିଶାକୁ ସମ୍ପୂର୍ଣ୍ଣ ଏକତରଫା ମ୍ୟାଚ୍‌ରେ ଓଡିଶା ଏଫସିଡବ୍ଲ୍ୟୁ ୬-୧ ଗୋଲରେ ହରାଇଥିଲା । ବିଜୟୀ ଦଳ ପକ୍ଷରୁ ମ୍ୟାଚ୍‌ର ପ୍ରଥମ ଏବଂ ୪୪
Read More...

ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପାଇକମାଳ ବ୍ଲକ ଅଧ୍ୟକ୍ଷା ଭାବନା ସିଂ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବରଗଡ ପୋଲିସ
Read More...

ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଓ ଶନିବାର ଦୁଇ ଦିନ ଧରି ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନେ ସ୍ଥାନୀୟ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ ବୈଠକ ସିଦ୍ଧଶଙ୍କର ଆଇରନ ଷ୍ଟୋର ଶାନ୍ତିପଡା, ବଲାଙ୍ଗିର ଠାରେ ହୋଇଥିଲା । ମଂଚର ସଭାପତି ପ୍ରଭାକର ମିଶ୍ର ସଭାପତିତ୍ୱ କରିଥିଲେ । ମନୋରଂଜନ ମିଶ୍ର ସାଧାରଣ ସଂପାଦକ ପୂର୍ବ ସଭାର ବିବରଣୀ ପଠନ
Read More...

ରେଳ ଉପଭୋକ୍ତା ସଂଘ ତରଫରୁ ସାଂସଦଙ୍କୁ କୃତଜ୍ଞତା ଜ୍ଞାପନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ତା.୧୬.୧୨.୨୦୨୨ ଦିନ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ୧୨ ଦଫା ସ୍ମାରକପତ୍ର ଦେଇଥିବାରୁ ବଲାଙ୍ଗିର ରେଳ ଉପଭୋକ୍ତା ସଂଘ ତରଫରୁ ସଭାପତି ପ୍ରଫେସର ତରୁଣ କୁମାର
Read More...

ଅବସରପ୍ରାପ୍ତ ଶିକ୍ଷକ ନକୁଳ ସାହୁଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆର୍ଯ୍ୟ ଧର୍ମ ପ୍ରଚାରକ, ଚାଷୀ ନେତା, ସମାଜ ସଂସ୍କାରକ, ଅବସରପ୍ରାପ୍ତ ଶିକ୍ଷକ ଠକପଡା ଗାଁର କବି ନକୁଲ ସାହୁଙ୍କ ଗତକାଲି ଆକଷ୍ମିକ ଦୁର୍ଘଟଣାରେ ବୁର୍ଲା ସ୍ଥିତ ଭୀମସାର ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ଇହଧାମ ତ୍ୟାଗ କରିଛନ୍ତି । ଖବର ଶୁଣିବା
Read More...

ଖଲିଆପାଲି ସ୍କୁଲରେ ୫୦ତମ ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ(ଡୁଡୁକା) ଅନ୍ତର୍ଗତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୫୦ତମ ପ୍ର୍‌ତିଷ୍ଠା ଦିବସ ପାଳିତ ହେ।।ଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଭାରେ ମୁଖ୍ୟଅତିଥି
Read More...

ବ୍ରିସ୍କା ଅନୁଷ୍ଠାନର ୧୬ତମ ବାର୍ଷିକ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଯାଦବ ଭବନ ଠାରେ ଯୁବ କଳାକାର ଜ୍ୟୋତି ରଂଜନ ପାଣିଗ୍ରାହୀଙ୍କ ଦ୍ୱାରା ପ୍ରତିଷ୍ଠିତ ବ୍ରିସ୍କା ଅନୁଷ୍ଠାନର ୧୬ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, ଶୀନୁସୁନ୍ଦର ପାଢୀ, ପ୍ରଭାକର ମିଶ୍ର,
Read More...

ବିଡିସିସି ବ୍ୟାଙ୍କ କଣ୍ଟାବାଞ୍ଜି ଶାଖାଦ୍ୱାରା ଆର୍ଥିକ ସାକ୍ଷରତା ସଚେତନତା ଶିବିର

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ସମବାୟ ସମିତି ଲିଃ ତୁରେକେଲା ଶାଖା ପରିସରରେ ନାବାର୍ଡ ସହାୟତାରେ ଆର୍ଥିକ ସ୍ୱାକ୍ଷରତା ସଚେତନତା ଶିବିର ଶନିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହା ନାବାର୍ଡ ସହାୟାତରେ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲା
Read More...