ବରଗଡ ପଞ୍ଚାୟତ କଲେଜରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଞ୍ଚାୟତ ମହାବିଦ୍ୟାଳୟ, ବରଗଡର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ଆନୁକୁଲ୍ୟରେ ଆଜି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ଡ. ପ୍ରଭାସ ସିପ୍ସ ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ!-->…
Read More...
Read More...