Yearly Archives

2022

ଲୋକମାନଙ୍କ ରାଜନୈତିକ ସଶକ୍ତିକରଣ ଏବଂ ମୌଳିକ ସମସ୍ୟାକୁ ଉପସ୍ଥାପନ କରିବା ପାଇଁ ପ୍ରୟାସ ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ଲୋକ ସଂଗଠନ ଓଡ଼ିଶା ଶ୍ରମଜୀବୀ ମଂଚ ଓ ମହିଳା ଶ୍ରମଜୀବୀ ମଂଚର ଆହ୍ୱାନ କ୍ରମେ ଆଜାଦୀର ଅମୃତ ମହୋତ୍ସବ ପାଳନ ଅବସରରେ ତୃଣମୂଳ ସ୍ତରରେ ଲୋକମାନଙ୍କ ରାଜନୈତିକ ସଶକ୍ତିକରଣ ଏବଂ ଲୋକମାନଙ୍କର ମୌଳିକ ସମସ୍ୟାକୁ ଉପସ୍ଥାପନ କରିବା ପାଇଁ ଏକ ପ୍ରୟାସ…
Read More...

ବ୍ରହ୍ମକୁମାରୀ ସଂସ୍ଥାନ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ରକ୍ଷା ବନ୍ଧନର ମହତ୍ତ୍ୱ ପ୍ରତିପାଦନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାନ୍ତି ଅନୁଭୂତି ଭବନ, ଛତ୍ରପୁର ଶାଖା ଆନୁକୂଲ୍ୟରେ ଛତ୍ରପୁର ବ୍ଲକ୍ ସିନ୍ଦୁରପୁର ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ରକ୍ଷା ବନ୍ଧନର ମହତ୍ତ୍ୱ ପ୍ରତିପାଦନ କରାଯାଇଛି । ଯାହାର ଲକ୍ଷ୍ୟ…
Read More...

ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲକୁ ପରିଦର୍ଶନ କଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତର ବିଭିନ୍ନ ସ୍କୁଲକୁ ପରିଦର୍ଶନ କଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ସର୍ବ ପ୍ରଥମେ ମହଖଣ୍ଡ ବନଦୂର୍ଗା ହାଇସ୍କୁଲ ପହଞ୍ଚି ରୁପାନ୍ତରଣ କାର୍ଯ୍ୟ ସବୁ ତଦାରଖ କରିଥିଲେ । ଏହାପରେ କୁଇବାହାଲ ପଲ୍ଲୀ…
Read More...

ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ 'ଦେଓ ଓ ସୁବର୍ଣ୍ଣରେଖା' ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହା ସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର…
Read More...

ବଲାଙ୍ଗିରରେ ହେବ ଭୂତଳ ପାଇପ୍ ଜଳସେଚନ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥିତ ଲୋଏର ସୁକତେଲ ପ୍ରକଳ୍ପରୁ ଭୂତଳ ପାଇପ୍ ଜଳସେଚନ ବ୍ୟବସ୍ଥା ପାଇଁ କ୍ୟାବିନେଟ ବୈଠକରେ ₹୧,୦୦୬.୯୨ କୋଟିର ପ୍ରକଳ୍ପ ମଞ୍ଜୁର ହୋଇଛି । ଏହା ୨୭,୦୦୦ ହେକ୍ଟର ଚାଷଜମିକୁ ଜଳ ଯୋଗାଇବା ସହ ବଲାଙ୍ଗିର ସହରବାସୀଙ୍କ ପାନୀୟଜଳ ଆବଶ୍ୟକତା ପୂରଣ…
Read More...

ବରପାଲିରେ କବି ଗଙ୍ଗାଧର ମେହେରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ବରପାଲି, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଗଙ୍ଗାଧର କଲ୍ୟାଣ ମଣ୍ଡପଠାରେ ଓଡ଼ିଆ ସାହିତ୍ୟ ଏକାଡେମୀ ଓ ଗଙ୍ଗାଧର ମେହେର କ୍ଲବ ବରପାଲିର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜୟନ୍ତୀ ଉତ୍ସବ ଆୟୋଜିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଜ୍ୟ ହସ୍ତଶିଳ୍ପ ଓ…
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ରାକ୍ଷୀ ପୂର୍ଣ୍ଣିମା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ବଲାଙ୍ଗିର ମୁଖ୍ୟାଳୟ ଶାନ୍ତିପଡା କମାଣ୍ଡାଣ୍ଟ ପୱନ କୁମାର ତିୱାରୀଙ୍କ ନେତୃତ୍ୱରେ ଏକ ବିଶାଳ “ରାକ୍ଷୀ ପୂର୍ଣ୍ଣିମା" ଅବସରରେ “ରକ୍ଷା ବନ୍ଧନ” ଉତ୍ସବର ଆୟୋଜନ କରାଯାଇଥିଲା । ଏଥିରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର…
Read More...

ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶାହ ସମାରୋହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ ସାମ୍ବାଦିକ ତଥା ଛତ୍ରପୁର ପ୍ରେସ୍ କ୍ଲବର ସଦସ୍ୟ, ଶିକ୍ଷାବିତ୍ ଓ ସାହିତ୍ୟିକ, କବି ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶାହ ସମାରୋହ ଶୁକ୍ରବାର ଛତ୍ରପୁର ସ୍ଥିତ ଗୌରୀଶଙ୍କର କଲ୍ୟାଣ ମଣ୍ଡପଠାରେ ଏକ ସ୍ମୃତି ସଭା ସହ ଅନୁଷ୍ଠିତ…
Read More...

ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କରିବା ସହିତ ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ…
Read More...

ନରେନ୍ଦ୍ରପୁର ହାଇସ୍କୁଲରେ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁନିସପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ନରେନ୍ଦ୍ରପୁର ହାଇସ୍କୁଲରେ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ ହୋଇଯାଇଛି । ଡା. ସୁଦର୍ଶନ ସାହୁ ଓ ଡା. ସନ୍ତୋସିନୀ ସେଠିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ସାରା ଛତ୍ରପୁର…
Read More...