Yearly Archives

2022

ବିଶ୍ୱ ଆଦିବାସୀ ଦିବସ ପାଳିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଛକଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ଆଜି ପାଳିତ ହୋଇଯାଇଛି । ଏଥିରେ ପଞ୍ଚାୟତ କନ୍ଧ ସମାଜ ସଭାପତି ଭୀମ ଭୋଇ ସଭାପତିତ୍ୱ କରିଥିବା ବେଳେ ସମ୍ପାଦକ ନନ୍ଦି କିଶୋର…
Read More...

ସିଏନ୍‌ସି ମହାବିଦ୍ୟାଳୟରୁ ରିଙ୍କି ଓ ରାବିଆ ବିଶ୍ୱ ବିଦ୍ୟାଳୟର ଟପ୍ପର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସମ୍ବଲପୁର ବିଶ୍ୱ ବିଦ୍ୟାଳୟର ଯୁକ୍ତ ୩ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶିତ ହୋଇଯାଇଛି । ଉକ୍ତ ପରୀକ୍ଷାରେ ଅଗ୍ରଣୀ ଶିକ୍ଷାନୁଷ୍ଠାନ ନାଇସ ବାଣିଜ୍ୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବାଜିମାତ କରିଛନ୍ତି । ଉକ୍ତ ମହାବିଦ୍ୟାଳୟର ୪ ଜଣ ଛାତ୍ରୀ ଯଥାକ୍ରମେ…
Read More...

ଅମୃତ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ରାୟଗଡା, (ମମତା ମହାକୁର) : ୨୦୨୨-୨୩ ଶିକ୍ଷା ବର୍ଷ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଅମ୍ବାଦଳାର ଅବିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ଭାରତବର୍ଷର ୭୫ ବର୍ଷ ପୂର୍ତ୍ତି ଅବସରରେ ସ୍ୱାଧୀନତାର ଅମୃତ ମହୋତ୍ସବ କିପରି ସୁନ୍ଦର ଭାବେ ପାଳନ କରାଯିବ ଓ ବିଦ୍ୟାଳୟର ଶିକ୍ଷା…
Read More...

ବଲାଙ୍ଗିର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସିବିଏସ୍‌ଇ ଏଫିଲିଏସନ ପାଇଁ ମନ୍ତ୍ରୀଙ୍କ ସହ ରାଜ୍ୟସଭା ସାଂସଦଙ୍କ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦ୍ର ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ, ବଲାଙ୍ଗିର ଜିଲ୍ଲାର ଡୁମେରବାହାଲ ଏକଲବ୍ୟ ମୋଡେଲ ରେସିଡେନ୍ସିଏଲ ସ୍କୁଲ ବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସିବିଏସ୍‌ଇ ଏଫିଲିଏସନ ପାଇଁ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ…
Read More...

ଓଡିଆ ଭାଷା ବିକାଶ ମଞ୍ଚର ଗଙ୍ଗାଧର ମେହେର ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ଓଡିଶା ମାଟିର ସଂଭ୍ରାନ୍ତ ପୁତ୍ର ତଥା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମଂଚର ସଭାପତି ତଥା ଶିକ୍ଷାବିତ୍ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ସଂପାଦକ…
Read More...

ଅଖିଳ ଭାରତୀୟ ଗ୍ରାହକ ପଂଚାୟତ ତରଫରୁ କ୍ରାନ୍ତି ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଗଷ୍ଟ କ୍ରାନ୍ତି ଦିବସ ଆଜି ସ୍ତାନୀୟ ଗାନ୍ଧୀ ଭବନଠାରେ ବଲାଙ୍ଗିର ଶାଖା ଅଖିଳ ଭାରତୀୟ ଗ୍ରାହକ ପଂଚାୟତ ତରଫରୁ ପାଳନ କରାଯାଇଛି । ଆଜାଦିର ଅମୃତ ମହୋତ୍ସବ ପାଳନ ଅବସରରେ ଆଜିର ଦିବସ ବହୁତ ମହତ୍ୱ ରଖିଛି । ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର…
Read More...

ବିଶ୍ୱ ଆଦିବାସୀ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଦିବାସୀ ସମନ୍ୱୟ ସମିତି ଓ ଆଦିବାସୀ ଅଧିକାର ମହାସଂଘର ମିଳିତ ଆନୁକୂଲ୍ୟରେ ବିଶ୍ୱ ଆଦିବାସୀ ଦିବସ ସ୍ଥାନୀୟ ଶବରୀ ନାରାୟଣ ମନ୍ଦିର, ଇନ୍ଦିରାନଗରଠାରେ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ଆଦିବାସୀଙ୍କର ଦେବାଦେବୀ ଓ ମହାନ୍‌ ସ୍ୱାଧୀନତା ସଂଗ୍ରାମୀମାନଙ୍କ…
Read More...

ସଂସ୍କୃତ ଭାରତୀ ଦ୍ୱାରା ସଂସ୍କୃତ ସପ୍ତାହୋତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଂସ୍କୃତ ଭାଷାର ପ୍ରଚାର ପ୍ରସାର, ପୁନଃ ଉତ୍‌ଥାନ, ଜନଜାଗରଣ ନିମନ୍ତେ ସଂସ୍କୃତ ଭାରତୀ ବଲାଙ୍ଗିର ଜିଲ୍ଲା ଦ୍ଵାରା ସଂସ୍କୃତ ସପ୍ତାହୋତ୍ସବ ସ୍ଥାନୀୟ ମହିଳା ମହାବିଦ୍ୟାଳୟଠାରେ ପାଳିତ ହୋଇଯାଇଛି । ମୁଖ୍ୟବକ୍ତା ରୂପେ ସଂସ୍କୃତାନୁରାଗୀ ପଣ୍ଡିତ ଟିକେଶ୍ୱର…
Read More...

ବଲାଙ୍ଗିର କ୍ରାନ୍ତି ଓ ଜାଗୃତି ସମାରୋହ ଉଦ୍‌ଘାଟିତ : ଗଣତନ୍ତ୍ର, ସମ୍ବିଧାନ ସୁରକ୍ଷା ସମୟର ଆହ୍ୱାନ

ଆଟଗାଁ ଧରମସିଂ ମାନ୍ଧାତାଙ୍କ ପୀଠରୁ ଆରମ୍ଭ ହେଲା ବାଇକ୍‌ ରାଲି ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ବଲାଙ୍ଗିର କ୍ରାନ୍ତି ଓ ଜାଗୃତି ସମାରୋହ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ଆୟୋଜକ କମିଟି ସଭାପତି ପ୍ରଫେସର ଡ. ଶିବପ୍ରସାଦ ନନ୍ଦଙ୍କ ସଭାପତିତ୍ୱରେ…
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ରେତ ଗ୍ରା.ପ.ରୁ ୩ ଜଣ, ବଲାଙ୍ଗିର ବ୍ଲକ ବାରପୁଡୁଗିଆ ଗ୍ରା.ପ.ରୁ ୧ ଜଣ, ଚୁଡାପାଲି ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର…
Read More...