Yearly Archives

2022

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୦ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ବିଭିନ୍ନ ୦୮ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ…
Read More...

ଦେଓଗାଁଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ଦ୍ୱିତୀୟ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଦେଓଗାଁ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ…
Read More...

ଓଡ଼ିଶା ଫାର୍ମାସିଷ୍ଟ ସେବାସଂଘର କାର୍ଯ୍ୟକାରିଣୀ ବୈଠକ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଓଡିଶା ଫାର୍ମାସିଷ୍ଟ ସେବାସଂଘ ବରଗଡ ଶାଖାପକ୍ଷରୁ ସ୍ଥାନୀୟ ମହାରାଜା ହୋଟେଲଠାରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶାର ସମସ୍ତ ଜିଲ୍ଲାରୁ କର୍ମକର୍ତ୍ତା ଏବଂ ପ୍ରତିନିଧିମାନେ ଯୋଗଦେଇଥିଲେ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରମୁଖ…
Read More...

ନିଷ୍ଠା ପରିବାର ତରଫରୁ ଶ୍ରାବଣର ଶେଷ ସୋମବାରରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଅଷ୍ଟଶମ୍ଭୁ ଶୈବପୀଠ ଗାଈସୀମାଠାରେ ଭକ୍ତି ଓ ସେବାର ନିଆରା ପରମ୍ପରା ଏଠାରେ ଦେଖିବାକୁ ମିଳିଥିଲା । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଷ୍ଠା ପରିବାର ତରଫରୁ ଅଷ୍ଠଶମ୍ଭୁ ପୀଠ ଶ୍ରୀ ଶ୍ରୀ ବାବା ବରାଡ ବାଲୁଙ୍କେଶ୍ୱର ଧାମ, ଗାଇସୀମା, ବରଗଡ଼ରେ…
Read More...

ଦିବ୍ୟାଙ୍ଗ ଛାତ୍ରୀ କଳ୍ପନା ଦଶମ ପରୀକ୍ଷାରେ ବ୍ଲକ ଟପର

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ଚଳିତ ବର୍ଷ ମେଟ୍ରିକ ପରୀକ୍ଷା ଫଳାଫଳ ଘୋଷଣା ହୋଇଯାଇଛି । ତୁରେକେଲା ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୧୨ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମେଟ୍ରିକ ପରୀକ୍ଷା ଦେଇଥିଲେ । ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ସହିତ କୁଇବାହାଲ…
Read More...

ଲୋଇସିଂହା ସରପଞ୍ଚଙ୍କ ପିତୃ ବିୟୋଗ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ସ୍ଥାନୀୟ ସରପଞ୍ଚ ନବକିଶୋର ନାଏକଙ୍କ ବାପା ଗୌରଚରଣ ନାଏକଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ସ୍ଥାନୀୟ ହାଇସ୍କୁଲରେ ସେ ଦୀର୍ଘଦିନ ଧରି ପ୍ରଧାନ…
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ରିନବଚନ ଗ୍ରା.ପ.ରୁ ୨ ଜଣ, ବୁଦୁଲା ଗ୍ରା.ପ.ରୁ ୨ ଜଣ, ଭରସୁଜା ଗ୍ରା.ପ.ରୁ ୧ ଜଣ, ନଅଗାଁ ‘ବି’ରୁ ୧ ଜଣ, ଡୁଡୁକା…
Read More...

ବିପୁଳ ପରିମାଣର ଦେଶୀ ରନ୍ଧାମଦ ଜବତ : ୪ ଗିରଫ

ପାଟଣାଗଡ, (ଗୋରେଖନାଥ ବରିହା) : ଗାଁରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ପାଇଁ ପ୍ରତ୍ୟେକ ଗ୍ରାମବାସୀ ପ୍ରୟାସ କରନ୍ତି କିନ୍ତୁ ଲରମ୍ଭା ଥାନା ଅନ୍ତର୍ଗତ ଦମେଇପାଲି ଗାଁରେ ଗ୍ରାମ କମିଟିଙ୍କ ଭୁଲ ନିଷ୍ପତି ପାଇଁ ଆଜି ଗାଁ ବଦନାମ ମୁଣ୍ଡାଇବା ସହ ଜିଲ୍ଲାରେ ଏକ ନକାରାତ୍ମକ ସନ୍ଦେସ ବି ଯାଉଛି…
Read More...

ବିକାଶ ଶିକ୍ଷାନୁଷ୍ଠାନ ସମୁହ ପକ୍ଷରୁ ୧ କିମି ଲମ୍ବର ଜାତୀୟ ପତାକା ଶୋଭାଯାତ୍ରା

ବରଗଡ଼, (ନିରୋଜ କୁମାର ପାଣୀ) : ସ୍ୱାଧୀନତାର ୭୫ତମ ବର୍ଷ ପାଳନ ଅବସରରେ ଦେଶରେ ଚାଲିଥିବା ଆଜାଦି କି ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ବିକାଶ ଗୃପ ପକ୍ଷରୁ ୧କିମି ଲମ୍ବ ଜାତୀୟ ପତାକା ସହ ତ୍ରିରଙ୍ଗା ଶୋଭାଯାତ୍ରା ଆସନ୍ତାକାଲି ଅନୁଷ୍ଠିତ ହେବ ବୋଲି ଶିକ୍ଷାନୁଷ୍ଠାନ ସମୁହର ଅଧକ୍ଷ ଡି ମୁରଲି…
Read More...

ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ବୁରୋଭାଡ଼ି ଗାଁର ଗୌର ପଧାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ବୁରୋଭାଡି ଗ୍ରାମର ସ୍ୱର୍ଗତ ନରୋତ୍ତମ ପଧାନଙ୍କ ପୁଅ ଗୌର ପଧାନ ଆଜି ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହୋଇଛନ୍ତି । ଗୌରଙ୍କ ଅଭିଯୋଗ ମୁତାବାକ ନରୋତ୍ତମଙ୍କ ତିନୋଟି ପୁଅ ହୋଇଥିବା ବେଳେ ଗୌରଙ୍କ ଅନ୍ୟ ଦୁଇ ଭାଇ ତାଙ୍କ…
Read More...