ବେକରେ ଗାମୁଛା ଲଗାଇ ଯୁବକଙ୍କ ଆତ୍ମହତ୍ୟା
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗଡମୋଟୋରି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଁକୋଇ ଗ୍ରାମର ହାଡୁ କାଣ୍ଡିଙ୍କ ପୁଅ ବିପିନ କାଣ୍ଡି(୨୭) ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ପରିବାର ଲୋକ ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଡେଲାଙ୍ଗ ଗୋଷ୍ଠୀ ସ୍ଵାସ୍ଥ୍ୟ!-->…
Read More...
Read More...