ଅତାବିରାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଅତାବିରା ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସ୍ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ବ୍ଲକ!-->…
Read More...
Read More...