ପାର୍ବତୀ ଗିରି ସେବା ସମ୍ମାନ ପାଇବେ ଡାକ୍ତର କୃଷ୍ଣ ପ୍ରସାଦ ବହିଦାର
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ମାଆ ପାର୍ବତୀ ଗିରିଙ୍କ ଶ୍ରାଦ୍ଧ ସମାରୋହ ପାଳନ କରାଯିବ । ଏହି ପାର୍ବଣରେ ବିଶିଷ୍ଟ ସେବକ ଡା. କୃଷ୍ଣ ପ୍ରସାଦ ବହିଦାରଙ୍କୁ ମର୍ଯ୍ୟାଦାଜନକ “ପାର୍ବତୀ ଗିରି ସେବା ସମ୍ମାନ”!-->…
Read More...
Read More...