Yearly Archives

2022

ସ୍ୱସ୍ତି ସାହିତ୍ୟ ସଂସଦର ସଦସ୍ୟ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦର ୪୨ତମ ବାର୍ଷିକୋତ୍ସବ ଉପଲକ୍ଷେ ସଦସ୍ୟ ସମାରୋହ ଓ ଭାବ ବିନିମୟ କାର୍ଯ୍ୟକ୍ରମ ସେକ୍ଟର ୭ ସ୍ଥିତ ମଧୁ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ମହେନ୍ଦ୍ର କୁମାର…
Read More...

ଏକାଦଶାହରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କୋଶଲିଆ ମାଳି ସମାଜ, ବିଜେପୁର ବ୍ଲକ ସଭାପତି ଦାୟିତ୍ଵ ନିର୍ବାହ କରୁଥିବା ମକ୍ତା ପଟେଲଙ୍କ ଏକାଦଶାହ ଶୁଦ୍ଧିକ୍ରିୟା ଉପଲକ୍ଷେ ତାଙ୍କ ବାସ ଭବନରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବର୍ଷିୟାନ୍ ସମାଜସେବୀ ତଥା ପୂର୍ବତନ ରାଜ୍ୟ ସମ୍ପାଦକ…
Read More...

ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଜୟ ଉତ୍ସବ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ, ଓଡ଼ିଶାର ପ୍ରଥମ ଏବଂ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭାରତର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହୋଇ ପାରିଛନ୍ତି । ଦ୍ରୌପଦୀ ଆଜି ଭାରତର ନବ ନିର୍ବାଚିତ ତଥା ୧୫ ତମ ରାଷ୍ଟ୍ରପତି । ରାଷ୍ଟ୍ରପତି…
Read More...

ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପିଟିଲା ମହିନ୍ଦ୍ରା ଜାଇଲୋ : ୪ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ପୁଇଁନ୍ତାଲାଠାରେ ଏକ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ସୂଚନା ଅନୁସାରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ସୋନପୁର ପଟୁ ଆସୁଥିବା ମହିନ୍ଦ୍ରା ଜାଇଲୋ ବୋଲେରୋ…
Read More...

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବରେ ସାମିଲ୍ ହେଲା ପଦ୍ମପୁର ବିଜେପି ଦଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତର ନବ ନିର୍ବାଚିତ ରାଷ୍ଟ୍ରପତି ଭାବେ ପ୍ରଥମ ଥର ପାଇଁ ଏକ ଓଡ଼ିଆ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବିଜୟୀ ହେଲା ପରେ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ତରଫରୁ ପଦ୍ମପୁର, ପାଇକମାଲ, ମାଣ୍ଡୋସିଲଠାରେ ବିଜୟ ଉତ୍ସବ ପାଳନ…
Read More...

ଆଜାଦି କା ଅମୃତ ମହୋତ୍ସବର ଭାରତ ରଙ୍ଗ ମହୋତ୍ସବ କାର୍ଯ୍ୟକ୍ରମକୁ ଆନ୍ଧ୍ର ରାଜ୍ୟପାଳଙ୍କ ଦ୍ଵାରା ଉଦ୍‌ଘାଟନ

• ପ୍ରଥମ ଦିବସରେ ନାଟକ ମହାସଂଗ୍ରାମର ମହାନାୟକ ଅଭିନୀତ ଭୁବନେଶ୍ୱର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଗୁରୁବାର ଭୁବନେଶ୍ୱରସ୍ଥିତ କିଟ୍ କ୍ୟାମ୍ପସ୍‌ର ଅଡିଟୋରିୟମରେ ପୂର୍ବ ଭାରତର ୩ଟି ରାଜ୍ୟର ଅନୁଷ୍ଠିତ ହେଉଥିବା ଆଜାଦି କା ଅମୃତ…
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ୧୫ରୁ ୧୮ ବର୍ଷ ପର୍ଯ୍ୟନ୍ତ ବୟସ୍କଙ୍କ ନିମନ୍ତେ ୦୨ଟି କେନ୍ଦ୍ରରେ…

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୧ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର…
Read More...

୨୦୨୧-୨୨ରେ ଭାରତ ବିରୋଧରେ କାର୍ଯ୍ୟ କରୁଥିବା ୭୪୭ ୱେବସାଇଟ୍, ୯୪ ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କରି ଦିଆଯାଇଛି :…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ…
Read More...

କୁଡ଼ାସିଂହା ହାଇସ୍କୁଲକୁ ୫-ଟିରେ ରୂପାନ୍ତରିତ ପାଇଁ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଆଜି ଅପରାହ୍ନ ୨ଟା ସମୟରେ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ପର୍ଶୁରାମ ଉଚ୍ଚ ବିଦ୍ୟାଳୟର ରୂପାନ୍ତରିକରଣର ମାଷ୍ଟର ପ୍ଲାନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ତୃତୀୟ ପର୍ଯ୍ୟାୟରେ ସାମିଲ ହୋଇଥିବା ୫- ଟି ସ୍କୁଲ ମଧ୍ୟରେ…
Read More...

ସେପ୍ଟେମ୍ବର ୪ରୁ ପୁରୁଷ ଓ ତୃତୀୟ ସପ୍ତାହରୁ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ : ଜିଲ୍ଲା କ୍ରୀଡା ସଂସଦର ଟୁର୍ଣ୍ଣାମେଣ୍ଟ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟର ସୁପରିଚାଳନା ସକାଶେ ଟୁର୍ଣ୍ଣାମେଣ୍ଟ ଓ ଟ୍ରାନ୍ସଫର କମିଟି, ଚୟନ କମିଟି ଓ ଅମ୍ପାୟାର କମିଟି ବୈଠକ ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ରଙ୍କ…
Read More...