Yearly Archives

2022

ମଦ ଜବତ : ୨ ଗିରଫ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ପୁଲିସ ମଙ୍ଗଳବାର ଚଢାଉ କରି ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ତୁଷୁରାର ସତ୍ୟନାରାୟଣ ପଟ୍ଟନାୟକ(୩୪) ଓ ନୂଆପଡା ଗ୍ରାମର ସନ୍ତୋଷ ଭଣ୍ଡା(୫୨) । ସନ୍ତୋଷଙ୍କ ଠାରୁ ୮.୪ ଲିଟର ଓ…
Read More...

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ ରାଜନେତା ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ମୁଁ…
Read More...

ଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର : ପୋଲିସ ଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ରେଡ୍ । ତମାଣ୍ଡୋ ଥାନା ଏସ୍‌ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ଜଣାପଡିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି । ଅଭିମନ୍ୟୁ ଚୌଧୁରୀଙ୍କ ଅଫିସ ସମେତ ଭୁବନେଶ୍ଵର ଓ ନୟାଗଡର ୩ଟି ସ୍ଥାନରେ…
Read More...

୧୪ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲିଗୁଡ଼ା ଥାନା ଅଧିନସ୍ଥ ମହାସିଙ୍ଗି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ୧୪୫ ଏକର ଜଙ୍ଗଲ ଜମିରେ ବେଆଇନ ଭାବେ ଚାଷ ହୋଇଥିବା ଗଞ୍ଜେଇ ବାଡ଼କୁ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗର ମିଳିତ ଟିମ୍‌ । କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ…
Read More...

ନାବାର୍ଡ ପକ୍ଷରୁ ଆୟୋଜିତ ଷ୍ଟେଟ୍‌ କ୍ରେଡିଟ୍‌ ସେମିନାର ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନାବାର୍ଡ ପକ୍ଷରୁ ଆୟୋଜିତ ଷ୍ଟେଟ୍‌ କ୍ରେଡିଟ୍‌ ସେମିନାର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସେମିନାରରେ ନାବାର୍ଡ ଦ୍ୱାରା ପ୍ରସ୍ତୁତ 'ଷ୍ଟେଟ ଫୋକସ୍‌ ପେପର୍‌ ୨୦୨୩-୨୪' ପୁସ୍ତିକାର ଉନ୍ମୋଚନ କରାଯିବା ସହ ଓଡ଼ିଶାର ପ୍ରାଥମିକ କ୍ଷେତ୍ରରେ ୨୦୨୩-୨୪ ବର୍ଷ ପାଇଁ…
Read More...

କଳା ଯମୁନା ବିଦ୍ୟାଳୟରେ ୬୧ତମ ଶିଶୁ ଲେଖକ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ହୁମା ପଞ୍ଚାୟତ କଳା ଯମୁନା ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ୬୧ତମ ଶିଶୁ ଲେଖା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାଗୀରଥି ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
Read More...

ଭୋଲ୍‌ଟାସର ଏକ୍ସକ୍ଲୁସିଭ ବ୍ରାଣ୍ଡ୍‌ ଶପର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶର ପ୍ରମୁଖ ବାଣିଜ୍ୟିକ ସଂସ୍ଥା ତଥା ଟାଟା ଗୃପ୍‌ର ଅନ୍ୟତମ ସଂସ୍ଥା ଭୋଲ୍‌ଟାସର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ର ଶୁଭାରମ୍ଭ ହୋଇଯାଇଛି । ଏପରିକି କମ୍ପାନୀର ସ୍ୱୀକୃତିପ୍ରାପ୍ତ ଡିଲର 'କ୍ୱାଲିଟି ଷ୍ଟୋର' ଆନୁକୂଲ୍ୟରେ କମ୍ପାନୀର ଏକ୍ସକ୍ଲୁସିଭ ବ୍ରାଣ୍ଡ୍‌ ଶପ୍‌…
Read More...

ଫିକି ସିଏସ୍‌ଆର୍‌ ଆୱାର୍ଡ ପାଇଲା ଇମ୍ଫା

ନୂଆଦିଲ୍ଲୀ : ଇଣ୍ଡିଆନ ମେଟାଲ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ପା)କୁ ଆଉ ଏକ ସମ୍ମାନ ଓ ସଫଳତା ମିଳିଥିବା ଜଣାପଡ଼ିଛି । ଏପରିକି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମର ବିଶେଷ ସଫଳତା ଯୋଗୁଁ ଉକ୍ତ ସମ୍ମାନ ମିଳିଥିବା ନେଇ ଇମ୍ପା ପକ୍ଷରୁ କୁହାଯାଇଛି ।
Read More...

ନବକଳେବର ରୋଡ୍‌ରେ ଭୟାବହ ଅଗ୍ନିକାଣ୍ଡ : କୋଟିଏ ଟଙ୍କାର କାଠ କଷ୍ଟ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ସହରର ତାଳବଣିଆ ଥାନା ଅଧୀନ ନବକଳେବର ରୋଡ୍‌ ସ୍ଥିତ ଜଗନ୍ନାଥ ଟିମ୍ବରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ବୁଧବାର ବିଳମ୍ବିତ ରାତିରେ ଏହି କାଠ ଅଡ଼ାରେ ଅଗ୍ନିକାଣ୍ଡ ଘଟି କୋଟିଏ ଟଙ୍କାରୁ ଅଧିକ କାଠ ପୋଡ଼ି ଯାଇଥିବା ସୂଚନା ମିଳିଛି ।…
Read More...

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

୧୨ଟି ବିଷୟ ଉପରେ ହେବ ଆଲୋଚନା ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଗୁରୁବାର ଦିନ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଡକାଯାଇଛି । ପୁରୀ ଗଜପତି ମହାରାଜା ଅଧ୍ୟକ୍ଷତା କରୁଥିବା ଏହି ବୈଠକ ଏଜେଣ୍ଡାରେ ୧୨ଟି ପ୍ରସଙ୍ଗ ସ୍ଥାନୀତ ହୋଇଛି । ମହାପ୍ରଭୁଙ୍କ ଜମି ବିକ୍ରି ଠାରୁ ଆରମ୍ଭ କରି…
Read More...