ଯୁକ୍ତ ଦୁଇ ନାମଲେଖା ପାଇଁ ଆଜିଠୁ ଆବେଦନ : ଅଗଷ୍ଟ ୧୭ରେ ପ୍ରକାଶ ପାଇବ ମେରିଟ୍ ଲିଷ୍ଟ
ଭୁବନେଶ୍ୱର, (କେପିଏନ୍ଏସ୍) : ଆଜିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ ଦୁଇ ନାମଲେଖା ହେବ । www.samsodisha.gov.inରେ ଛାତ୍ରଛାତ୍ରୀମାନେ ଆସନ୍ତା ଅଗଷ୍ଟ ୧୦ ତାରିଖ ପର୍ୟ୍ୟନ୍ତ ଆବେଦନ କରିପାରିବେ । ଅଗଷ୍ଟ!-->…
Read More...
Read More...