Yearly Archives

2022

ଗଞ୍ଜାମ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ନୂତନ ଗୃହ ପ୍ରବେଶ ଓ ରୋଗୀ କଲ୍ୟାଣ ସମିତି ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ବୁଧବାର ଦିନ ନୂତନ ଗୃହ ପ୍ରବେଶ ଓ ରୋଗୀ କଲ୍ୟାଣ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ରୋଗୀ କଲ୍ୟାଣ ସମିତି ବୈଠକରେ ସମିତିର ଅଧ୍ୟକ୍ଷ ତଥା ୧୫ ନମ୍ବର ଜିଲ୍ଲା ପରିଷଦ ଜୋନ ସଭ୍ୟ ସନାତନ
Read More...

ହକି ବିଶ୍ୱକପ୍‌ ନିମନ୍ତେ ରାଉରକେଲାକୁ ଉଡ଼ିବ ବିମାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ସହ ରାଉରକେଲାରେ ଖେଳାଯିବ ହକି ବିଶ୍ୱକପ୍‌ । ରାଉରକେଲା ବିମାନ ବନ୍ଦରକୁ ଉଡ଼ିବ ସ୍ୱତନ୍ତ୍ର ବିମାନ । ଭୁବନେଶ୍ୱରରୁ ଝାରସୁଗୁଡାକୁ ବିମାନ ବ୍ୟବସ୍ଥା କରାଯିବ । ସ୍ୱତନ୍ତ୍ର ଟ୍ରେନ ମଧ୍ୟ ରାଉରକେଲା ଓ ଝାରସୁଗୁଡା ଯିବା ପାଇଁ ବ୍ୟବସ୍ଥା
Read More...

ସର୍ବ ଭାରତୀୟ ନୃତ୍ୟ ପ୍ରତିଯୋଗିତାରେ ପ୍ରଥମ ବିଜେତା ହେଲେ ବିକ୍ରମ ଡ୍ୟାନ୍ସ ସ୍କୁଲର ଛାତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଝାରସୁଗୁଡା ଠାରେ ଆୟୋଜିତ ସର୍ବ ଭାରତୀୟ ପିଡିଏସ୍ ନୃତ୍ୟ ପ୍ରତିଯୋଗିତା ୨୦୨୨ର କନିଷ୍ଠ ବିଭାଗରେ ରାଉରକେଲାର କ୍ୟୁଟ୍ ଡେଭିଲ୍ସ ଗୃପ ବିଜେତା ହୋଇ ରାଉରକେଲା ପ୍ରତି ଗର୍ବ ଆଣିଛନ୍ତି । ସୂଚନାଯୋଗ୍ୟ ଯେ, ସମୀର ଅଲ୍ଲୀଙ୍କ ଦ୍ୱାରା ଆୟୋଜିତ ଏହି ସର୍ବଭାରତୀୟ
Read More...

ମନ୍ତ୍ରୀ ନବକିଶୋର ଦାସ ଓ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ

ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷାଆନୁଷ୍ଠାନିକ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ
Read More...

ବିପୁଳ ପରିମାଣର ଗଞ୍ଜେଇ ଚାଷ ନଷ୍ଟ କଲା ମାଛକୁଣ୍ଡ ପୋଲିସ

ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ଅନ୍ତର୍ଗତ କମେଲ ଏବଂ ପାଲାମ ଅଞ୍ଚଳରେ ବିପୁଳ ପରିମାଣର ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ । କଡ଼ା ସୁରକ୍ଷା ମଧ୍ୟରେ ମାଛକୁଣ୍ଡ, ଲମତାପୁଟ, ଜୋଲାପୁଟ, କୋରାପୁଟ ପୋଲିସ, ଡି.ବି.ଏଫ, ଅବକାରୀ ବିଭାଗ, ବନ ବିଭାଗ ଏବଂ ସ୍ଥାନୀୟ ମାଜିଷ୍ଟ୍ରେଟଙ୍କ
Read More...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ । ତାଙ୍କ ନିକଟରୁ ଲାଞ୍ଚ ନେଇଥିବା ନଗଦ ୪୫ ହଜାର ଟଙ୍କା ଜବତ କରାଯାଇଛି । ତାଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ
Read More...

ଭଞ୍ଜନଗର ରେଞ୍ଜରୁ ୧୨ ଫୁଟ୍‌ ଲମ୍ବର ଅହିରାଜ ଉଦ୍ଧାର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗରରୁ ଉଦ୍ଧାର ହେଲା ୧୨ ଫୁଟିଆ ଅହିରାଜ, ସ୍ଥାନୀୟ ଲୋକେ ଭୟଭୀତ । ଦୀର୍ଘ ୪ ଦିନ ହେବ ନିକଟସ୍ଥ ଜଙ୍ଗଲରୁ ଏହି ସାପଟି ଆସି ଗ୍ରାମର ବିଭିନ୍ନ ସ୍ଥାନରେ ବିଚରଣ କରୁଥିଲା । ରେଞ୍ଜର ଅନୁପମ ବାନାର୍ଜୀ, ସ୍ନେକ ହେଲ୍ପ ଲାଇନ ସଦସ୍ୟ ସଞ୍ଜୟ କୁମାର
Read More...

ବ୍ଲକସ୍ତରୀୟ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ କନ୍‌ଫରେନ୍ସ ହଲ୍‌ରେ ସମନିତ୍ୱ ଶିଶୁ ବିକାଶ କାର୍ଯ୍ୟାଳୟ ତରଫରୁ ବ୍ଲକସ୍ତରୀୟ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଡିପିଓ ସଲୀଳା ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଅମିନ ଚନ୍ଦ୍ର ବିଶ୍ୱାଳଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ସ୍ମୃତିଚାରଣ ସଭା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସ୍ଥାନୀୟ ବେରବୋଇ ଠାରେ ସ୍ପଷ୍ଟବାଦୀ ସଂଗ୍ରାମୀ ଆଦର୍ଶ ଶିକ୍ଷକ ଅମିନ ଚନ୍ଦ୍ର ବିଶ୍ୱାଳଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ଏକ ସ୍ମୃତିଚାରଣ ସଭା ପରିବାରବର୍ଗ, ଶିକ୍ଷକ ସମାଜ ଓ ବୁଦ୍ଧିଜୀବୀମାନଙ୍କ ଉପସ୍ଥିତି ଏବଂ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି ।
Read More...

ବନ ବିଭାଗ ଦ୍ୱାରା କୁଟୁରା ଛୁଆ ଉଦ୍ଧାର

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମହରାପଦର ଗାଁ ନିକଟରୁ ବନ ବିଭାଗ ଏକ କୁଟୁରା ଛୁଆ ବୁଧବାର ଉଦ୍ଧାର କରିଛି । ସୂଚନା ଅନୁସାରେ, ମହରାପଦର ଗାଁ ନିକଟରେ ଗ୍ରାମବାସୀମାନେ ଏକ କୁଟୁରା ଛୁଆ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ହରିଶଙ୍କର ବନପାଳ ସନ୍ଧ୍ୟା ରାଣୀ
Read More...