ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ବାହୁଡା ଉପଲକ୍ଷେ ପ୍ରସାଦ ବଣ୍ଟନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ପବିତ୍ର ବାହୁଡା ଯାତ୍ରା ଉପଲକ୍ଷେ ସ୍ଥାନୀୟ ପାଟଣେଶ୍ୱରୀ ମନ୍ଦିର ଛକରେ ପ୍ରସାଦ ବଣ୍ଟନ କରାଯାଇଥିଲା । ମାଁ ପାଟଣେଶ୍ୱରୀ ମନ୍ଦିରଠାରେ ଭୋଗ ଲଗାଇବା ପରେ ସମସ୍ତଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା । ବଲାଙ୍ଗିର!-->…
Read More...
Read More...