ଭାଲୁ ଆକ୍ରମଣରେ ଯୁବକ ଆହତ
କରଞ୍ଜିଆ : ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଜାମନଣ୍ଡା ଗାଁରେ ଜଣେ ଯୁବକ ଭାଲୁ ଆକ୍ରମଣର ଶିକାର ହୋଇ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଜଳଧର ପ୍ରଧାନ ନାମକ ଜଣେ ବ୍ୟକ୍ତି ଚାଷ କାମ କରିବାକୁ ଯାଇଥିଲେ । ଏହି ସମୟରେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା ।!-->…
Read More...
Read More...