ଛତାପିପଲ ହାଇସ୍କୁଲରେ ବନ ମହୋତ୍ସବ ପାଳିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଗ୍ରାମ ପଂଚାୟତ ଉଚ୍ଚ ବିଦ୍ୟାଳୟ ଛତାପିପଲଠାରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଭାଗିରଥି ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସ୍କୁଲ ପରିଚାଳନା କମିଟି ସଭାପତି ଲକ୍ଷ୍ମଣ ପାତ୍ର ମୁଖ୍ୟ ଅତିଥି, ଇକୋ!-->…
Read More...
Read More...