ପଦ୍ମପୁର ମହାବିଦ୍ୟାଳୟରେ ବନ ମହୋତ୍ସବ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ବନ ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଯୁବ ରେଡକ୍ରସ୍,ଏନଏସଏସ, ଏନ୍ସିସି ଓ ଇକୋ କ୍ଲବ୍ର ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ!-->…
Read More...
Read More...