ଶ୍ରୀପଲା ଗାଁରେ ବ୍ୟାପୁଛି ଝାଡ଼ାବାନ୍ତି : ଗାଁରେ ପହଞ୍ଚିଲା ଡାକ୍ତରୀ ଟିମ୍
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଡିମିରିଗୁଡା ପଞ୍ଚାୟତର ଶ୍ରୀପାଲା ଗ୍ରାମରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି । ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ୫ରୁ ଅଧିକ ଲୋକ ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ଆକ୍ରାନ୍ତ ହୋଇଥିବା ସମସ୍ତ ଲୋକ ଶ୍ରୀପଲା!-->…
Read More...
Read More...