Yearly Archives

2022

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ତଥା ରାଜ୍ୟ ବାହାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର କୋଶଳ କଳାମଣ୍ଡଳ ପଡିଆ ସ୍ଥିତ ଜିଲ୍ଲା ପାଠାଗାରଠାରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ତଥା ରାଜ୍ୟ ବାହାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ ସିଟିଏମ୍‌ସି (ଉଙ୍କକ୍ଷଗ୍ଧଙ୍କକ୍ସବକ୍ଷ ଞକ୍ସକ୍ଟଙ୍କକ୍ଟ୍ରର…
Read More...

ପୃଥୀରାଜ ହାଇସ୍କୁଲରେ ପ୍ରାଚୀର ପତ୍ରିକା, ଆର୍ଟ ଓ କ୍ରାଫ୍ଟ ଗ୍ୟାଲେରି ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପୃଥୀରାଜ ହାଇସ୍କୁଲରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ଵାରା ପ୍ରାଚୀର ପତ୍ରିକା, ଆର୍ଟ ଓ କ୍ରାଫ୍ଟ ଗ୍ୟାଲେରି ସମ୍ବାଦ କୋଣ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ସ୍କୁଲର ଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ଆର୍ଟ୍ ଏବଂ କ୍ରାଫ୍ଟ…
Read More...

ଡଙ୍ଗରିପଡା ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭବାନୀପାଟଣା, (ପି.କେ. ସାହୁ) : ଭବାନୀପାଟଣା ବ୍ଲକ ରିସଗାଁ ପଞ୍ଚାୟତ ଡଙ୍ଗରିପଡା ସ୍କୁଲରେ ଭବାନୀପାଟଣା ୱାରିଅର ଓ ନେହେରୁ ଯୁବକେନ୍ଦ୍ର ସଂଗଠନ କଳାହାଣ୍ଡି ମିଳିତ ଉଦ୍ୟମରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଦୁଇଟି ସ୍ୱେଚ୍ଛାସେବୀ…
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ବିଭିନ୍ନ ୦୪ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ…
Read More...

କନ୍ଧମାଳରେ ପଶିଲା ଧଳା ଜହର : ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ପ୍ରଥମ ଥର ପାଇଁ ଧଳା ଜହର ମାନେ ବ୍ରାଉନସୁଗାର ପଶିବା ଆରମ୍ଭ ହୋଇଯାଇଛି । ଏ ନେଇ କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସଡିପିଓ…
Read More...

ପଦ୍ମପୁର ବିଜେପି ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ପଦ୍ମପୁର ପକ୍ଷରୁ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୩ତମ ଜନ୍ମଦିନ ପାଳନ କରାଯାଇଛି । ଏ ଅବସରରେ ପାଇକମାଳ ସ୍ଥିତ କସ୍ତୁରବା ଗାନ୍ଧୀ ମାତୃ ନିକେତନଠାରେ ଅନ୍ତେବାସୀଙ୍କ ଗହଣରେ କେକ୍ କଟାଯାଇ…
Read More...

ନିଶା ନିବାରଣ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୁଆଗାଁ ସର୍କଲ ଗୋଁଣ୍ତ ସମାଜ ପ୍ରୟସାରେ ନିଶା ନିବାରଣ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସର୍କଲ ସଭାପତି ଶୋଭାରାମ ଧରୁଆଙ୍କ ନେତୃତ୍ୱରେ ନିଶା ନିବାରଣ ପାଇଁ ଦୃଢ…
Read More...

ଗଣ୍ଡପତ୍ରାପାଲି ସମବାୟ ସମିତିରେ ଦ୍ୱିତୀୟ ଥର ପାଇଁ ରାଜକିଶୋର ନିଦ୍ୱର୍ନ୍ଦରେ ସଭାପତି ଭାବେ ନିର୍ବାଚିତ : କୃଷି ମହଲରେ…

ସଇଁତଲା, (ପ୍ରମୋଦ କୁମାର ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଗଣ୍ଡପତ୍ରାପାଲି ପ୍ରାଥମିକ କୃଷି ସମବାୟ ସମିତି ସଭାପତି ପଦ ପାଇଁ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏଥିରେ ସଭାପତି ଭାବେ ରାଜକିଶୋର ଡାଙ୍ଗ ଦ୍ୱିତୀୟ ଥର ପାଇଁ ପୁଣି ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି ।…
Read More...

ଏକତା ଗୃପର ପ୍ରଥମ ବାର୍ଷିକୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଏକତା ଗୃପର ପ୍ରଥମ ବାର୍ଷିକୋତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଝିରପାଣି ସ୍ଥିତ ସାଇନିଂ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବସୁମତୀ ମହାନ୍ତିଙ୍କ ସଭପତିତ୍ୱ ଓ ସଂପାଦକ ଗୌରୀ କୁମ୍ଭାରଙ୍କ ଆବାହକତ୍ୱ ଓ ଉପଦେଷ୍ଟା…
Read More...

କୋଶଳ କଳାମଣ୍ଡଳ ପଡିଆ ସ୍ଥିତ ଜିଲ୍ଲା ପାଠାଗାରରେ ସାଂସ୍କୃତିକ ଦଳ ମାନଙ୍କର ଚୟନ ପ୍ରକ୍ରିୟା ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର କୋଶଳ କଳାମଣ୍ଡଳ ପଡିଆ ସ୍ଥିତ ଜିଲ୍ଲା ପାଠାଗାର ଠାରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ତଥା ରାଜ୍ୟ ବାହାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ ସିଟିଏମ୍‌ଏସ୍‌ ୱେବସାଇଟରେ ଅନଲାଇନ କରିଥିବା ବଲାଙ୍ଗିରର…
Read More...