Yearly Archives

2022

କୁଡ଼ାସିଂହାରେ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ଵତୀଙ୍କ ୮୦ତମ ଜୟନ୍ତୀ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ରବିବାର ଦିନ ବଲାଙ୍ଗିର ସଦର ବ୍ଲକ୍ ଅନ୍ତର୍ଗତ କୁଡ଼ାସିଂହା ଗାଁର ରାଧାକୃଷ୍ଣ ମନ୍ଦିରରେ ଆଦିତ୍ୟ ବାହିନୀ ଆନୁକୂଲ୍ୟରେ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ଵତୀଙ୍କ ୮୦ତମ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପୁରୀ ଗୋବର୍ଦ୍ଧନ ମଠର ବଲାଙ୍ଗିର ଜିଲ୍ଲା…
Read More...

ଆନ୍ତର୍ଜାତିକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ର‍୍ୟାଲି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଗତକାଲି ଆନ୍ତର୍ଜାତୀକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ଦିବସ ପରିପ୍ରେକ୍ଷୀରେ ଏକ ସଚେତନତା ର‍୍ୟାଲି ଆୟୋଜିତ ହୋଇଯାଇଛି । ଜିଲ୍ଲା ଅବକାରୀ ବିଭାଗ ଏବଂ ପ୍ରଜାପତି ବ୍ରହ୍ମକୁମାରୀ ଇଶ୍ୱରିୟ ବିଶ୍ୱ ବିଦ୍ୟାଳୟ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ଜଣ…
Read More...

ଶ୍ରୀମତ ଜଗତ ଗୁରୁ ଶଙ୍କରାଚାର୍ଯ୍ୟ ଶିଷ୍ୟ ମଣ୍ଡଳୀର ପ୍ରକାଟ୍ୟ ଦିବସ ପାଳନ

ବରଗଡ଼, (କେପିଏନ୍‌ଏସ୍‌) : ପୂଜ୍ୟପୂଜା ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ୮୦ ତମ ପ୍ରକାଟ୍ୟ ଦିବସ ବରଗଡ଼ ସହର ସ୍ଥିତ ଶ୍ରୀ ଶ୍ରୀ ବଟେଶ୍ୱର ବାବାଙ୍କ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ହୋଇଯାଇଛି । ପୀଠ ପରିଷଦ, ଆଦିତ୍ୟ ବିହିନୀ ଓ ଆନନ୍ଦ ବାହିନୀ ବରଗଡ଼ ଶାଖା ଆନୁକୁଲ୍ୟରେ…
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ନିଶା ନିବାରଣ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନିଶା ସେବନ ଅଭ୍ୟାସ ସ୍ୱାସ୍ଥ୍ୟପକ୍ଷେ କ୍ଷତିକାରକ ଅଟେ । ଯାହା ଦ୍ୱାରା ପାରିବାରିକ ବିଶୃଙ୍ଖଳା ସୃଷ୍ଟି କରେ ଏବଂ ଦୁର୍ଘଟଣା ବୃଦ୍ଧି ଘଟାଏ । ଏପରିକି ଏଡ୍ସ ରୋଗରେ ପୀଡିତ କରାଏ । ପରିଶେଷରେ ମୃତ୍ୟୁ ମନୁଷ୍ୟକୁ ମୃତ୍ୟୁମୁଖକୁ ଟାଣିନିଏ ବୋଲି…
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ୫ମ ପ୍ରତିଷ୍ଠା ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ୫ମ ପ୍ରତିଷ୍ଠା ଦିବସ ତଥା ସାଧାରଣ ସଭାର ପ୍ରଥମ ଅଧିବେଶନ ରାଧାକୃଷ୍ଣ ମନ୍ଦିର ସଦାଇପାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମଂଚର ପ୍ରତିଷ୍ଠାତା ସଭ୍ୟ ସ୍ୱର୍ଗତ ଅମରେନ୍ଦ୍ର ମିଶ୍ରଙ୍କ ବିୟୋଗ ଯୋଗୁଁ ଏକ ମିନିଟ…
Read More...

ସମାଜସେବୀ ଲଲାଟେନ୍ଦୁ ନାୟକଙ୍କ ସ୍ମୁତିଚାରଣ ସଭା

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ସୁବଳୟା ଗ୍ରାମ ପଞ୍ଚାୟତର କଲ୍ୟାଣ ମଣ୍ଡପ ପରିସରରେ ସମାଜସେବୀ ଲଲାଟେନ୍ଦୁ ନାୟକଙ୍କ ଦ୍ଵାଦଶାହ ଶ୍ରକ୍ଷଦ୍ଧବାର୍ଷିକ ଓ ସ୍ମୁତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମଞ୍ଚାସିନ ତଥା ଲଲାଟେନ୍ଦୁଙ୍କୁ ଭଲ ପାଉଥିବା…
Read More...

କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଯୁବକ ସଂଘ ୟୁଥ ୱାରିୟର ପକ୍ଷରୁ ସଫେଇ ଅଭିଯାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ ଥିବା ଯାତ୍ରୀ ବିଶ୍ରାମଗାର ସଫେଇ କରାଯାଇଛି । ଅନେକ ଦିନରୁ ଏ ଗୁଡିକ ଆବର୍ଜନାମୟ ଓ ଅବ୍ୟବହୃତ ଅବସ୍ଥାରେ ଥିଲା । ଏହା ଭିତରେ ଅନେକ ଗୁଡ଼ିଏ ମଦକାଚ, ଗାଈ ଗୋବର,…
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୪ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର…
Read More...

ରମ୍ଭା ହାଇସ୍କୁଲ ୨୦୦୨ ମ୍ୟାଟ୍ରିକ ବେଚର ପ୍ରଥମ ବନ୍ଧୁ ମିଳନ

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ହାଇସ୍କୁର ୨୦୦୨ ମସିହା ମ୍ୟାଟ୍ରିକ ବେଚ୍‌ର ପ୍ରଥମ ବନ୍ଧୁ ମିଳନ ରମ୍ଭା ବାଇପାସ ନିକଟସ୍ଥ ମା ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମନୋଜ କୁମାର ପ୍ରଧାନ ଓ ମହେଶ୍ୱର ନାୟକଙ୍କ ତତ୍ୱାବଧାନରେ…
Read More...