ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ : ଶିକ୍ଷାମନ୍ତ୍ରୀ ସମୀର ଦାଶ
ଭୁବନେଶ୍ୱର : ଆଉ କିଛି ଦିନ ପରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଜୁଲାଇ ମାସ ପ୍ରଥମ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ପରୀକ୍ଷା ଫଳ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି!-->…
Read More...
Read More...