୪ ବର୍ଷିଆ ୟୁଜି ପାଠ୍ୟକ୍ରମ ନେଇ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର : ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ ବର୍ଷ ପାଠ ପଢ଼ିବାକୁ ହେବ । ଏ ନେଇ ପୂର୍ବରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି । ଜାତୀୟ ଶିକ୍ଷାନୀତି ଅନୁସାରେ ପୂର୍ବରୁ ୟୁଜିସି ଏ ନେଇ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିଥିଲା । ସୋମବାର ଏନେଇ ୟୁଜିସି!-->…
Read More...
Read More...