ଗଛରେ ପିଟିହେଲା କାର୍ : ୪ ଆହତ
ଦାରିଙ୍ଗବାଡ଼ି : ଶ୍ରାନିକେତା ପଞ୍ଚାୟତ ଲିରିକେତା ଘାଟିରେ ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ଗୋଟିଏ ପରିବାରର ହୋଇଥିବା ସୂଚନା ମିଳିଛି । ବାଲିଗୁଡ଼ାରୁ ମୋହନା ଫେରୁଥିବା ରାସ୍ତାରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଆହତଙ୍କୁ!-->…
Read More...
Read More...