ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୮ ମୃତ
ଲକ୍ଷ୍ନୌ : ଉତ୍ତରପ୍ରଦେଶର ହମିରପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ଏନ୍ଏଚ୍ ୩୪ରେ ପିକ୍ଅପ୍ ଏବଂ ଅଟୋ ମଧ୍ୟରେ ଧକ୍କା ହୋଇଥିଲା । ଏହି ଦୁର୍ଘଟଣା ମୌଦଡା ପୋଲିସ ଷ୍ଟେସନ ଅଞ୍ଚଳର ମାକରାଓଁ ଗ୍ରାମ ନିକଟରେ ଘଟିଛି ।!-->…
Read More...
Read More...