ନୂଆପଡା ଗ୍ରାମକୁ ମିଳିଲା ରାଜସ୍ୱ ଗ୍ରାମର ମାନ୍ୟତା
କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଟେମରା ପଞ୍ଚାୟତର ନୂଆପଡା ଗ୍ରାମକୁ ଦୀର୍ଘବର୍ଷ ପରେ ରାଜସ୍ଵ ଗ୍ରାମରର ମାନ୍ୟତା ମିଳିଛି । ଗ୍ରାମବାସୀମାନେ ଦୀର୍ଘ ବର୍ଷରୁ ରାଜସ୍ୱ ଗ୍ରାମର ମାନ୍ୟତ ଦେବା ପାଇଁ ଦାବୀ ଜଣାଇ ଆସୁଥିଲେ । ତେବେ ରାଜ୍ୟ ସରକାରଙ୍କ ରାଜସ୍ୱ ବିଭାଗ ପକ୍ଷରୁ ନୂଆପଡା!-->…
Read More...
Read More...