Yearly Archives

2022

ବାଲ୍ୟ ବିବାହ ନିରାକରଣ ନିମନ୍ତେ ଟେଣ୍ଟ ହାଉସ ମାଳିକ, ପୂଜକ ଓ ବିଭିନ୍ନ ସମାଜ ନେତୃବୃନ୍ଦଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲପାଳଙ୍କ ସଭା ଗୃହରେ ବାଲ୍ୟ ବିବାହ ନିରାକରଣ ନିମନ୍ତେ ଜିଲ୍ଲାର ଟେଣ୍ଟ ହାଉସ ମାଳିକ, ପୂଜକ ଓ ବିଭିନ୍ନ ସମାଜ ନେତୃବୃନ୍ଦଙ୍କ ସହ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ…
Read More...

କନ୍ଧମାଳର ନୂତନ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଦାୟିତ୍ୱ ଗ୍ରହଣ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଥିବା ଜିଲ୍ଲାପାଳ ଡା.ଵୃନ୍ଦା ଡିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ବୃନ୍ଦା ଡିଙ୍କୁ ଓ ଏସଏମସିଏଲ, ଭୁବେନଶ୍ୱରକୁ…
Read More...

ଆଧୁନିକ କଳାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ଶତବାର୍ଷିକୀ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବିଦ୍ୟୁତ୍ କଲୋନୀ ସରକାରୀ ୟୁ.ପି ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କଳାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ଶତବାର୍ଷିକୀ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର…
Read More...

ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ

ରାଇରଙ୍ଗପୁର : ବିଶୋଇ ଥାନା ଅଧୀନ ମଣଦାଠାରେ ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଦୁଇ ମୃତକ ହେଲେ ମଣଦା ଅଂଚଳର ସୁଶାନ୍ତ ଗିରି ଓ ଜଲେ ପିଙ୍ଗୁଆ । କାମ ସାରି ଘରକୁ ଫେରୁଥିବା ବେଳେ ବଜ୍ରପାତରେ ସୁଶାନ୍ତ ଓ ଜଲେଙ୍କ ମୃତ୍ୟୁ ଘଟିଥିଲା । ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ…
Read More...

ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଓଡ଼ିଶାର ଝିଅଙ୍କୁ ସମର୍ଥନ କରନ୍ତୁ : ନବୀନ

ଭୁବନେଶ୍ୱର : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ ପାଇଁ ନିବେଦନ କରିଛନ୍ତି । ଆଜି ଟ୍ୱିଟ୍ ଜରିଆରେ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବାକୁ ନବୀନ ନିବେଦନ କରିଛନ୍ତି । ଦଳମତ ନିର୍ବିଶେଷରେ ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ…
Read More...

ପୂର୍ବ ଶତୃତାକୁ କେନ୍ଦ୍ରକରି ବୋମାମାଡ : ୩ ଗୁରୁତର

ଭୁବନ : ପୂର୍ବ ଶତୃତାକୁ କେନ୍ଦ୍ରକରି ବୋମାମାଡ ହୋଇଥିବା ଜଣାପଡିଛି । ସୂଚନାନୁସାରେ ଭୁବନ ଥାନା ସୁରପ୍ରତାପପୁର ଗାଁରେ ଫାୟାରିଂ ସହ ବୋମାମାଡରେ ଗୋଟିଏ ପରିବାରର ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତରମାନେ ହେଲେ ଜୟପ୍ରକାଶ ରାଉତ(୫୧), ଜିତେନ୍ଦ୍ର ରାଉତ(୫୩) ଓ ଶୁଭଙ୍କର…
Read More...

ହୁଣ୍ଡି ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌ ଅଭିଯୋଗ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ବିଭୂତିକ୍ଷେତ୍ର ଗୋରେଖନାଥଙ୍କ ହୁଣ୍ଡି ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଗୋରେଖନାଥଙ୍କ ସମ୍ମୁଖରେ ଥିବା ଦାନବାକ୍ସ ବା ହୁଣ୍ଡି ଭାଙ୍ଗି ବିଳମ୍ବିତ ରାତିରେ ତିନି ଜଣ ଦୁର୍ବୃତ୍ତ…
Read More...

ଓଡିଶା ଫରେଷ୍ଟ ଉଡ୍, ଏଗ୍ରିକଲ୍ଚର ଏଣ୍ଡ ବିଲ୍ଡିଂ କନ୍‌ଷ୍ଟ୍ରକ୍‌କ୍ସନ ୱାର୍କରସ ୟୁନିୟନ ଗଞ୍ଜାମ ଜିଲ୍ଲା କମିଟିର…

• ଶ୍ରମିକ ମାରଣ ନୀତିକୁ କଡାସମାଲୋଚନା ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଲକ୍ଷ୍ମଣ ଭବନ ପରିସରରେ ଏ.ଆଇ.ଟି.ୟୁ.ସି. ସହ ଅନୁବନ୍ଧିତ ଓଡ଼ିଶା ଫରେଷ୍ଟ ଉଡ୍, ଏଗ୍ରିକଲ୍ଚର ଏଣ୍ଡ ବିଲ୍ଡିଂ କନ୍‌ଷ୍ଟ୍ରକ୍‌କ୍ସନ ୱାର୍କରସ ୟୁନିୟନ ଗଞ୍ଜାମ ଜିଲ୍ଲା କମିଟିର ଚତୁର୍ଥ…
Read More...

ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ସମର୍ଥନ କରିବ । ଏ ନେଇ ବିଜେଡି ପକ୍ଷରୁ ଘୋଷଣା କରାଯାଇଛି ।
Read More...

କବି ଦେବାନନ୍ଦ ସେନାପତିଙ୍କ ୧୦୩ତମ ଜୟନ୍ତୀ

ସୋହେଲା, (କେପିଏନ୍‌ଏସ୍‌) : ସୋହେଲା ବ୍ଲକ ଅନ୍ତର୍ଗତ ଅଏଁଲାପାଲି ଗ୍ରାମଠାରେ ଓଡିଶା ସାହିତ୍ୟ ଏକାଡେମୀ ସମ୍ବର୍ଦ୍ଧିତ ବିଶିଷ୍ଟ ସାହିତ୍ୟ ସାଧକ ସ୍ୱର୍ଗତ ଦେବାନନ୍ଦ ସେନାପତିଙ୍କ ୧୦୩ତମ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ମୃତି ସଂସଦ ତରଫରୁ ଅଧ୍ୟାପକ ଟେକଚାନ୍ଦ ଦୁଆନଙ୍କ ସଭାପତିତ୍ୱରେ…
Read More...