Yearly Archives

2022

ଦମକିପାଲିଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସରକାରୀ ଉ.ପ୍ରା. ବିଦ୍ୟାଳୟ ଦମକିପାଲିଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇ ଯୋଗ ଓ ପ୍ରାଣାୟାମର ଉପକାରିତା ସମ୍ବନ୍ଧରେ ଛାତ୍ରଛାତୀଙ୍କୁ ବୁଝାଇବା ସହ ଯୋଗ ଶିକ୍ଷା ପ୍ରଦାନ କରିଥିଲେ ଓ…
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗରରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଆନୁକୂଲ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ଅଭିଭାବକ, ପୂର୍ବତନ ଛାତ୍ରଛାତ୍ରୀ,…
Read More...

ରାମଚନ୍ଦ୍ରପୁର ସ୍ଥିତ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ସ୍ଥିତ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ପ୍ରଶିକ୍ଷକ ଅମ୍ବରିଶ ଷଡଙ୍ଗୀ ଏବଂ ଆୟୁଷ ଡାକ୍ତର ଲଳିତ କୁମାର ସାହୁଙ୍କ ତତ୍ଵାବଧାନରେ ଏକ ଯୋଗ କର୍ମଶାଳା ଅନୁଷ୍ଠିତ ହୋଇଥିଲା…
Read More...

ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ । ୨୦୧୫ ଠାରୁ ପ୍ରତିବର୍ଷ ଆନ୍ତର୍ଜାତୀୟ ଯୋଗ ଦିବସ ଜୁନ୍ ୨୧ରେ ପାଳନ କରାଯାଇଆସୁଛି । ଯୋଗ ହେଉଛି ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ ଯାହା ଭାରତରେ ଉତ୍ପନ୍ନ ହୋଇଥିଲା । ଏହି ଅବସରରେ ଆଜି ଜେଏସ୍‌ଏମ୍‌ ବାଣିଜ୍ୟ…
Read More...

ଖଟଖଟିଆରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କଣ୍ଟାମାଲ, (ମମତା ମହାକୁର) : କଣ୍ଟାମାଲ ବ୍ଲକ ଖଟଖଟିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯୋଗ ଶିବିରରେ ଶିକ୍ଷକ ରଂଜୁ ଅମାତ ଯୋଗର ଉପକାରିତ ସମ୍ପର୍କରେ ଆଲୋଚନା…
Read More...

ଚଟୁଅନକା ପଞ୍ଚାୟତରେ ଯୋଗ ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଚଟୁଅନକା ଗ୍ରାମରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଚଟୁଅନକାସ୍ଥିତ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ନେତୃତ୍ୱରେ ବିଦ୍ୟାଳୟରେ…
Read More...

କଲେଜ ଭିତରୁ ୨ ଗୋଧି ଉଦ୍ଧାର

ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ଛତାମଖନାସ୍ଥିତ ଯୁଧିଷ୍ଠିର କଲେଜ ଶ୍ରେଣୀ ଗୃହରୁ ସୋମବାର ୨ଟି ଗୋଧି ଉଦ୍ଧାର କରାଯାଇଛି । ଶେଣ୍ରୀ ଭିତରେ ଗୋଧିକୁ ଦେଖି ଛାତ୍ରଛାତ୍ରୀ ଭୟଭୀତ ହୋଇପଡିଥିଲେ । ନିକଟସ୍ଥ ଜଙ୍ଗଲରୁ ସେଗୁଡିକ ଶେଣ୍ରୀ ଗୃହକୁ ପଶି ଆସିଥିବା ଅନୁମାନ କରାଯାଉଛି । ଏ ନେଇ କଲେଜ…
Read More...

ଧଣ୍ଡାମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟର ମୁଖ୍ୟ ଦ୍ୱାରରେ ଭଙ୍ଗା ତ୍ରିରଙ୍ଗା : ଜାତୀୟ ପତାକାକୁ ଅସମ୍ମାନ

ବ୍ଲକ ପ୍ରଶାସନ ଦେଖି ନଦେଖିଲା ପରି ନିରବ : ବୁଦ୍ଧିଜୀବୀ ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଧଣ୍ଡାମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟର ମୁଖ୍ୟ ଦ୍ୱାରର ଉପରେ ଏକ ତ୍ରିରଙ୍ଗା ପତାକା ଭାଙ୍ଗି ଯାଇଥିବା ଦେଖିବାକୁ ମିଳୁଛି । ପଞ୍ଚାୟତ ଅଧିକାରୀମାନେ ଦେଖି…
Read More...

ବିଜେଡିରେ ଯୋଗଦେଲେ ମିନତି ପଟ୍ଟନାୟକ

କଟକ : ଆଜି ବିଧିବଦ୍ଧ ଭାବେ ବିଜେଡିର ସାଙ୍ଗଠନିକ ସମ୍ପାଦକଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ମିନତି ସାମିଲ ହୋଇଛନ୍ତି । ପୁଷ୍ପଗୁଚ୍ଛ ଦେଇ ମିନତିଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସ୍ୱାଗତ କରିଛନ୍ତି । ପୂର୍ବରୁ ମିନତି ତାଙ୍କ ମହାନତାକୁ ନେଇ ବେଶ୍‌ ଚର୍ଚ୍ଚାରେ…
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବ । ରାଷ୍ଟ୍ରପତି ନିର୍ବାଚନ ରାଜନୀତି ସରଗରମ ହୋଇଉଠିଛି । ରାଷ୍ଟ୍ରପତି ପ୍ରାର୍ଥୀ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଛି । ଇତି ମଧ୍ୟରେ ମଙ୍ଗଳବାର ଭାଜପା…
Read More...