ସମ୍ବିଧାନ ସଚେତନତା ସମ୍ମିଳନୀ ଅନୁଷ୍ଠିତ
କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : କଣ୍ଟାବାଞ୍ଜି ସ୍ଥିତ ମଙ୍ଗଳ ଭବନ ଠାରେ ଜିନ୍ଦାବାଦ ସଂଗଠନ ପକ୍ଷରୁ ସମ୍ବିଧାନ ସଚେତନତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀକୁ ଜିନ୍ଦାବାଦ ସଂଗଠନର ପ୍ରତିଷ୍ଠାତା ତଥା ଆଇନଜୀବୀ ତ୍ରିଲୋଚନ ପୁଞ୍ଜି ସଭା ସଂଚାଳନ କରିଥିଲେ । ସଂଗଠନର କେନ୍ଦ୍ରୀୟ!-->…
Read More...
Read More...