Yearly Archives

2022

ଦେଓଗାଁ କୃଷି ପରାମର୍ଶ କେନ୍ଦ୍ରରେ କୃଷକ ସାଥୀ ବୈଠକ ଅନୁଷ୍ଠିତ

ଦେଓଗାଁ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଦେଓଗାଁ କୃଷି ପରାମର୍ଶ କେନ୍ଦ୍ରରେ ବ୍ଲକ ସ୍ତରୀୟ କୃଷକ ସାଥୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ କୃଷି ଅଧିକାରୀ ପ୍ରଦୀପ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦେଓଗାଁ ବ୍ଲକର ୨୬ଟି ପଞ୍ଚାୟତର…
Read More...

ବଲାଙ୍ଗିର ସମ୍ବଲପୁର ରୋଡ ମାଧିଆପାଲିସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସମ୍ବଲପୁର ରୋଡ ମାଧିଆପାଲିସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ସୂଚନାନୁସାରେ ଲୋଇସିଂହା ପଟରୁ ବଲାଙ୍ଗିର ମେଡିକାଲକୁ ବାଗଡୋଲ ଗ୍ରାମର ପ୍ରସନ୍ନ କୁମାର ନାଗ ଯାଉଥିବା ବେଳେ ରିଲାଏନ୍ସ…
Read More...

ବଜ୍ରପାତରେ ୪ ଟି ଗାଈଙ୍କ ଅକାଳ ମୃତ୍ୟୁ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ୍ ଅନ୍ତର୍ଗତ ରାଉତପଡ଼ା ଗ୍ରାମର ବାମ୍ଫି ଗହିର ଠାରେ ବଜ୍ରପାତରେ ୪ ଟି ଗାଈଙ୍କ ଅକାଳ ମୃତ୍ୟୁ ହୋଇଥିବା ଜଣାପଡିଛି । ଗାଈମାନେ ଚରିବାକୁ ଯାଇଥିବା ବେଳେ ଆଜି ଅପରାହ୍ନରେ ବଜ୍ରପାତ ହେବା ଫଳରେ ରାଉତପଡାର ବାମ୍ଫି ଗହିର ଠାରେ ୪ ଟି ଗାଈଙ୍କ ର…
Read More...

ବିନା ସୂଚନା ଫଳକରେ ପାହାଚ କାମ ନିମ୍ନମାନର ହୋଇଥିବା ଅଭିଯୋଗ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବେନ୍ଦ୍ରା ପଂଚାୟତ ବେନ୍ଦ୍ରାଗ୍ରାମର ବରକଟାଠାରେ ପଞ୍ଚାୟତ ସିଏଫ୍‌ଏସ୍‌ ପାଣ୍ଠିରୁ ଏକ ଲକ୍ଷ ପଚାଶ ହଜାର ଟଂକା ବିନିମୟରେ ଏକ ନୂତନ ପାହାଚ ନିର୍ମାଣ କାମ ଚାଲିଛି । ତାହା କେଉଁ ଯୋଜନାର କାମ ସୂଚନା ଫଳକ…
Read More...

ଭିଜିଲାନ୍ସ ପଞ୍ଝାରେ ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର

ଜଳେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡିଭିଜନର ୫ ଜଣିଆ ଭିଜିଲାନ୍ସ ଟିମ୍ ଭୋରରୁ ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ସରକାରୀ ବାସଭବନରେ ରେଡ୍ କରିଥିବା ଜଣାପଡିଛି । ଏଥି ସହିତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି । ରେଡ୍ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ…
Read More...

ଓଲଟିଲା ପରିବା ବୋଝେଇ ଟ୍ରକ୍

ବିନିକା : ସୋନପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଭବିଷ୍ୟ ବିଦ୍ୟାଳୟ ନିକଟରେ ଏକ ପରିବା ବୋଝେଇ ଟ୍ରକ୍‌ ରାୟୁପୁରରୁ ବ୍ରହ୍ମପୁର ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଥିବା ସୂଚନା ମିଳିଛି । ସୂଚନା ମୁତାବିକ, ଟ୍ରକଟି ପରିବା…
Read More...

ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ…
Read More...

ବଜ୍ରପାତରେ ଯୁବକଙ୍କ ମୃତ୍ୟୁ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବରପାଲି ବ୍ଲକ ନେହେରୁ ନଗର ଧାରେଙ୍ଗପାଲି ଛକରେ ଗତକାଲି ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଆଗଲପୁର ନିବାସୀ ସହଦେବ ମେହେର ଓ ତାଙ୍କ ପୁତୁରା ବିଶାଳ…
Read More...

ନାଗସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

କୋକସରା : ନାଗସାପ କାମୁଡାରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତ ପିପିଲିଝାପର ଗ୍ରାମର ରୁପାଲି ମାଝୀ(୩୦) ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ରୁପାଲି ଘରେ ଶୋଇଥିବା ସମୟରେ ଏକ ନାଗସାପ ତାଙ୍କୁ କାମୁଡିଥିଲା । ପରିବାର ଲୋକେ ତାଙ୍କୁ କୋକସରା…
Read More...