Yearly Archives

2022

ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ

ନୂଆଦିଲ୍ଲୀ : ଭାରତୀୟ ମହିଳା କ୍ରିକେଟର ଅଧିନାୟକ ତଥା ୩୯ ବର୍ଷୀୟ ମିତାଲି ରାଜ ନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ସନ୍ୟାସ ଘୋଷଣା କରିଛନ୍ତି । ତେବେ ଦିନିକିଆରେ ସର୍ବାଧିକ ରନ ହାସଲ କରିବାର ରେକର୍ଡ ମିତାଲିଙ୍କ ନାଁରେ ରହିଛି ।
Read More...

ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାରେ ୭ ହତ୍ୟାକାରୀ ଧରା ପଡିଲେ

ବାଲେଶ୍ୱର : ବାଲେଶ୍ୱର ଜିଲା ଚାନ୍ଦିପୁର ରୋଡ୍‌ ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାକୁ ନେଇ ଆଜି ପୂର୍ବାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ଆଇଜି ଓ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛନ୍ତି । ତେବେ ବ୍ୟବସାୟିକ ଟଙ୍କା କାରବାର…
Read More...

ୟୁପି ବିଧାନ ପରିଷଦ ନିର୍ବାଚନ ପାଇଁ ନଅ ଜଣ ପ୍ରାର୍ଥୀ ଘୋଷଣା କଲା ଭାଜପା

ୟୁପି : ୟୁପି ବିଧାନ ପରିଷଦ ନିର୍ବାଚନ ପାଇଁ ନଅ ଜଣ ପ୍ରାର୍ଥୀ ଘୋଷଣା କରିଛି ଭାଜପା । ତେବେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦଙ୍କ ବ୍ୟତୀତ ଦଳ ଚୌଧୁରୀ ଭୁପେନ୍ଦ୍ର ସିଂ, ଦୟାଶଙ୍କର ମିଶ୍ର ଦିନାଲୁ, ଜେପିଏସ ରାଠୋର, ନରେନ୍ଦ୍ର କଶ୍ୟପ, ଜସୱନ୍ତ ସଇନି, ଦାନିଶ ଆଜାଦ ଅନସାରୀ, ବନୱାରିଲାଲ…
Read More...

ବାଚସ୍ପତି ନିର୍ବାଚନ ଆସନ୍ତା ଜୁନ୍‌ ୧୩ରେ, ଶୁକ୍ରବାର କରାଯିବ ପ୍ରାର୍ଥୀପତ୍ର ଦାଖଲ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବାଚସ୍ପତି ନିର୍ବାଚନ ଆସନ୍ତା ଜୁନ୍‌ ୧୩ରେ ହେବ ବୋଲି ଜଣାପଡିଛି । ଏଥିପାଇଁ ପ୍ରାର୍ଥୀପତ୍ର ଦାଖଲ ଶୁକ୍ରବାର କରାଯିବାକୁ ଥିବା ବେଳେ ବରିଷ୍ଠ ବିଧାୟକ ସୂର୍ୟ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା ପରେ ଉକ୍ତ ପଦ ଖାଲି ପଡ଼ିଛି ।
Read More...

ଝରଣୀପାଲିରେ ସଡକ ଦୁର୍ଘଟଣା : ବାଇକ ଆରୋହୀ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଝରଣୀପାଲି ଗ୍ରାମ ଠାରେ ଏକ ସଡକ ଦୁର୍ଘଟଣା ଘଟି ବାଇକ ଆରୋହୀ ଜଣକ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇ ବଲାଙ୍ଗିର ମେଡିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ଗୁରୁତର ବାଇକ ଆରୋହୀ ଜଣକ ପାଇକମାଲ ଅଂଚଳର ଗଙ୍ଗାଧର ବରିହା (୩୦) ବୋଲି…
Read More...

ରାଉରକେଲା ସ୍ମାର୍ଟ ସିଟି ପକ୍ଷରୁ ବିଶ୍ୱ ଖାଦ୍ୟ ନିରାପତ୍ତା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ମାର୍ଟ ସିଟି ଓ ଆର୍‌ଏମ୍‌ସି ପକ୍ଷରୁ ବିଶ୍ୱ ଖାଦ୍ୟ ନିରାପତ୍ତା ଦିବସ ପାଳିତ ହୋଇଯାଇଛି । ରାଉରକେଲା ଏଡିଏମ୍‌ ତଥା ସ୍ମାର୍ଟ ସିଟିର ସିଇଓ ଏବଂ ରାଉରକେଲା ମହାନଗର ନିଗମର କମିଶନର ଡଃ ଶୁଭଙ୍କର ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଓ ସ୍ୱାସ୍ଥ୍ୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ଇଂଲଣ୍ଡ ଗସ୍ତ : ଖର୍ଚ୍ଚ କମ ଥିଲା, କିନ୍ତୁ ସୁଫଳ ବେଶୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ଏକ ଦଶନ୍ଧି ପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମାସ ଶେଷ ସପ୍ତାହରେ ପୁଣି ବିଦେଶ ଗସ୍ତ କରୁଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀ ୨୦୧୨ ମସିହା ମଇ ୨୧ରୁ ୩୧ ପର୍ଯ୍ୟନ୍ତ ଇଂଲଣ୍ଡ ଗସ୍ତ କରିଥିଲେ । ଦଶ ବର୍ଷ ତଳର ଏହି ବିଦେଶ ଗସ୍ତରୁ…
Read More...

୩୩ତମ ଜନ୍ମଦିନ ଅବସରରେ ସମୀର ଦିବ୍ୟାଙ୍ଗ ଟ୍ରଷ୍ଟର ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ସମାଜସେବୀ ଶିକ୍ଷକ…

ଆଗଲପୁର, (କେପିଏନ୍‌ଏସ୍‌) : ୩୩ତମ ଜନ୍ମଦିନ ଅବସରରେ ସମୀର ଦିବ୍ୟାଙ୍ଗ ଟ୍ରଷ୍ଟର ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି ସମାଜସେବୀ ଶିକ୍ଷକ ଲକ୍ଷ୍ମୀକାନ୍ତ ସାହୁ । ସୂଚନା ଅନୁସାରେ ଆଗଲପୁର ସ୍ଥିତ ବାଘଝୁଲା ଗ୍ରାମର ସମୀର ଦିବ୍ୟାଙ୍ଗ ଟ୍ରଷ୍ଟରେ ପହଂଚି ନିଜ ଜନ୍ମଦିନ ପାଳନ…
Read More...

୫ ଦଫା ଦାବୀରେ ଜିଲ୍ଲା କୃଷକ ମହାସଂଘର ଧାରଣା : ଜିଲ୍ଲା ପ୍ରଶାସନକୁ ୭ ଦିନର ମହଲତ

-ଚାଷୀ ମାତିଲେ ସୁନା ଫଳିବ, ଚାଷୀ ତାତିଲେ ନିଆଁ ଜଳିବ - ମହାସଂଘବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ୫ ଦଫା ଦାବୀରେ ଜିଲ୍ଲା କୃଷକ ମହାସଂଘର ନେତୃତ୍ୱରେ ଜିଲ୍ଲା ସମସ୍ତ ଚାଷୀ ସଂଗଠନ ଏକ ହୋଇ ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ୨୦୨୧ ବର୍ଷର ଖରିଫ ଚାଷ…
Read More...

କବିତା : ଯୁଦ୍ଧସ୍ରାବା

ଏଲି ମହାନ୍ତି ଯେତେବେଳେ ଏକୁଟିଆ ସ୍ତ୍ରୀ ଲୋକକୈାଣସି ଉଚ୍ଚ ପର୍ବତର ପାଦଦେଶରେ ଛିଡାହୁଏଲୋକେ ତାକୁ ଅନ୍ୟ ଅନେକ ପାହାଡର କାହାଣୀ ଶୁଣାନ୍ତି ଏକୁଟିଆ ସ୍ତ୍ରୀ ଲୋକପର୍ବତ ଚଢିବାକୁ ଆରମ୍ଭ କରେଲୋକେ ତାକୁ କହନ୍ତି ପାହାଡିଆ ରାସ୍ତାକଥାଜ୍ୟୋତ୍ସ୍ନା ସରୋବର ଓ ପଦ୍ମଫୁଲର ରାତି କଥା …
Read More...