Daily Archives

ସର୍ବଭାରତୀୟ ମଠଖାଇ ମହୋତ୍ସବ ପାଇଁ ରଙ୍ଗାରଙ୍ଗ ସାଂସ୍କୃତିକ ଶୋଭାଯାତ୍ରା ସହ କୋଶଳ କଳାମଣ୍ଡଳରେ ପହଞ୍ଚିଲା ଦୀପ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସର୍ବଭାରତୀୟ ମଠଖାଇ ମହୋତ୍ସବ ପାଇଁ ରଙ୍ଗାରଙ୍ଗ ସାଂସ୍କୃତିକ ଶୋଭାଯାତ୍ରାରେ କୋଶଳ କଳାମଣ୍ଡଳରେ ପହଞ୍ଚିଲା ଦୀପ । ସୂଚନାଯୋଗ୍ୟ ଯେ, ସର୍ବଭାରତୀୟ ମଠଖାଇ ମହୋତ୍ସବ ଆଜିଠାରୁ ସ୍ଥାନୀୟ କୋଶଳ କଳାମଣ୍ଡଳଠାରେ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ନିକଟସ୍ଥ ମଠଖାଇ
Read More...

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ ମହାରାଜ

ପୁରୀ : ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର କଂସ ମହାରାଜ ହୃଷିକେଶ ଭୋଇ ଶନିବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି । ପରେ ମହୋଦଧିରେ ସ୍ନାନକରି ନିଜର ପଇତା ସମର୍ପଣ ଓ ସୂର୍ଯ୍ୟ ନମସ୍କାର କରି ଗୋବର୍ଦ୍ଧନ ପୀଠରେ ପହଞ୍ଚିଥିଲେ । ପୀଠରେ ଜଗତଗୁରୁ ଶଙ୍କରାଚାର୍ୟ୍ୟଙ୍କୁ ଭେଟି ଆଶିଷ ଭିକ୍ଷା କରିଥିଲେ ଓ
Read More...

ହାତୀ ସୁରକ୍ଷାକୁ ନେଇ ଆଞ୍ଚଳିକସ୍ତରରେ ବୈଠକ ଅନୁଷ୍ଠିତ

କେନ୍ଦୁଝର : କେନ୍ଦୁଝର ଡିଏଫ୍‌ଓଙ୍କ କାର୍ଯ୍ୟାଳୟରେ ଆର୍‌ସିସିଏଫ୍‌ ରାଉରକେଲାର ଅରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ହାତୀମାନଙ୍କ ସୁରକ୍ଷାକୁ ନେଇ ଆଞ୍ଚଳିକସ୍ତରରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହାତୀମାନଙ୍କର ବିଭିନ୍ନ ସମସ୍ୟା ଏବଂ ସେସବୁର ସମାଧାନ ଉପରେ ଆଲୋଚନା ହୋଇଥିଲା
Read More...

ଶିମିଳିପାଳରେ ତୁଷାରପାତ

ବାରିପଦା : ମୟୂରଭଞ୍ଜ ଜିଲ୍ଲାରେ ଶୀତର ପ୍ରକୋପ ଅଧିକ ଅନୁଭୂତ ହେଉଛି । ଜୈବମଣ୍ଡଳ ଶିମିଳିପାଳରେ ପାରଦ ଖସୁଛି । ଜିଲ୍ଲାରେ ସର୍ବନିମ୍ନ ୮ଡିଗ୍ରୀ ତାପମାତ୍ରା ଥିବା ବେଳେ ଶିମିଳିପାଳରେ ୫ ଡିଗ୍ରୀ ସେଲସିୟସ ରହିଛି । ଅଭୟାରଣ୍ୟର ଉପର ବାରହାକାମୁଡା, ଦେବସ୍ଥଳୀ, ଜେନାବିଲ, ତାରାଣୀବିଲା ଓ
Read More...

ଭାରସାମ୍ୟ ହରାଇ ସଡକ ଦୁର୍ଘଟଣା : ୧ ଗୁରୁତର

ଦେଓଗାଁ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ଡାହିମାଲଠାରେ ବିଲକୁ ଯିବା ସମୟରେ ଜଣେ ବ୍ୟକ୍ତି ଭାରସାମ୍ୟ ହରାଇ ବାଇକରୁ ପଡିଯାଇ ଗୁରୁତର ଆହତ ହୋଇଥିବା ଜଣାପଡିଛି । ବ୍ୟକ୍ତି ଜଣକ ଡାହିମାଲର ମଝିଆଁ ପ୍ରଧାନ(୪୦) ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ
Read More...

ମାଲଗୋଦାମପଡାଠାରେ ଜଣେ ବିହାର ରାଜ୍ୟର ଯୁବକଙ୍କୁ ଆକ୍ରମଣ ଓ ଲୁଟ୍‌ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ମାଲଗୋଦାମପଡାଠାରେ ଜଣେ ବିହାର ରାଜ୍ୟର ଯୁବକଙ୍କୁ ଆକ୍ରମଣ ସହ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ବିହାରର ଅଜୟ କୁମାର(୨୦) ବୋଲି ଜଣାପଡିଛି । ସୂଚନା ଅନୁସାରେ, ଅଜୟ ମାଲଗୋଦାମପଡାରେ ଥିବା ଏକ ବନ୍ଧକୁ ଶୌଚ
Read More...

ସାତମାଇଲ ଛକରେ ଜଣେ ବ୍ୟକ୍ତିଙ୍କୁ ସାମନା ପଟରୁ ଧକ୍କା ଦେଲା ଚାରିଚକିଆ ଗାଡି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର- ସୋନପୁର ରାଜରାସ୍ତାର ସାତମାଇଲ ଛକରେ ଜଣେ ବ୍ୟକ୍ତିଙ୍କୁ ସାମ୍ନାରୁ ଧକ୍କା ଦେଲା ଚାରିଚକିଆ ଗାଡି । ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ଶାଲେପାଲିରେ ରହୁଥିବା ରାଜ(୩୯) କୌଣସି କାମରେ ଗତରାତି ତରଭାକୁ ଯାଇଥିଲେ । ବଲାଙ୍ଗିର-ସୋନପୁର
Read More...

ସାରସମାଲରେ ସଚେତନତା କାର୍ଯ୍ୟକ୍ରମ

ଦେଓଗାଁ, (କେପିଏନ୍‌ଏସ୍‌) : ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନଗତ ଶିକ୍ଷା ଏବଂ ସଚେତନତା କାର୍ଯ୍ୟକମ ଦେଓଗାଁ ବ୍ଲକ ସାରସମାଲଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସମ୍ପାଦକ ବିନୟ ପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଦିଗାମ୍ବର କର, ଜିଲ୍ଲା ମୁଖ୍ୟ
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ଡିପିଆଇସି ସେଣ୍ଟର

ଭୁବନେଶ୍ୱର : ରାଜ୍ୟରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ଡାଟା, ପଲିସି ଆଣ୍ଡ୍‌ ଇନୋଭେସନ୍‌ ସେଣ୍ଟର (ଡିପିଆଇସି) । ଏଥିପାଇଁ ଶନିବାର ଓଡ଼ିଶା ସରକାର ଭାରତର ଶିକାଗୋ ଟ୍ରଷ୍ଟ ବିଶ୍ୱବିଦ୍ୟାଳୟ ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛନ୍ତି । ଏହା ଇକୋନୋମେଟ୍ରିକ୍ସ, ଡାଟା ସାଇନ୍ସ ଏବଂ
Read More...

ସର୍ବଭାରତୀୟ ମଠଖାଇ ମହୋତ୍ସବ ପାଇଁ ଉଠିଲା ଦୀପ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସର୍ବଭାରତୀୟ ମଠଖାଇ ମହୋତ୍ସବ ଆଜିଠାରୁ ସ୍ଥାନୀୟ କୋଶଳ କଳାମଣ୍ଡଳଠାରେ ଆରମ୍ଭ ହେବାକୁ ଥିବା ବେଳେ ଏଥିପାଇଁ ନିକଟସ୍ଥ ମଠଖାଇ ଗୁଡ଼ିରୁ ଆଜି ପ୍ରତ୍ୟୁଷରୁ ଦୀପ ଉଠିଛି । ଭୂମିକା ପରିବାର ଓ ମଠଖାଇ ମହୋତ୍ସବ କମିଟି ପକ୍ଷରୁ ଚିତ୍ତରଞ୍ଜନ ଦାଶ, ସନାତନ ଠାକୁର,
Read More...