Daily Archives

ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ରେଡ୍‌କ୍ରସ ଓ ରେଡ଼୍ ରିବନ୍ କ୍ଳବ ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ଯୁବ ରେଡକ୍ରସର ସଂଯୋଜିକା ପୁଷ୍ପ ମଞ୍ଜରୀ ପ୍ରଧାନଙ୍କ ସଭାପତିତ୍ଵ କରିଥିଲେ । ମହାବିଦ୍ୟାଳୟର
Read More...

ମଠଖାଇ ମହୋତ୍ସବର ପଞ୍ଚମ ସଂଧ୍ୟାରେ ମଂଚ ଦୁଲୁକେଇ ଦେଲା ଦୁଲ୍‌ଦୁଲି କଳା ପରିଷଦର ଘୁଡ଼କା : ଡା. ରୁଦ୍ର ନାରାୟଣ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ସର୍ବଭାରତୀୟ ମଠଖାଇ ମହୋତ୍ସବ-୨୦୨୩ର ଆଜି ପଞ୍ଚମ ତଥା ଅନ୍ତିମ ସଂଧ୍ୟାରେ ବଲାଙ୍ଗିରର ଦୁଲ୍‌ଦୁଲି କଳା ପରିଷଦର କଳାକାରମାନଙ୍କ ଘୁଡ଼କା ସାଂସ୍କୃତିକ କାର୍ଯ୍ୟକ୍ରମରେ ମଂଚ ଦୁଲିକି ଉଠିଛି । ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ପରେ ସାଧାରଣ ସଭା ଅନୁଷ୍ଠିତ
Read More...

ବଲାଙ୍ଗିର ଡାଏଟ ପରିସରରେ ସାଂସ୍କୃତିକ ମଂଚ ଉଦ୍‌ଘାଟନ କଲେ ବିଧାୟକ ନରସିଂହ ମିଶ୍ର

ଶୃଙ୍ଖଳା ହିଁ ବିକାଶର ମୂଳମନ୍ତ୍ର ବଲାଙ୍ଗିର, (ଦେବାଶିଷ ମିଶ୍ର) : ସବୁ କ୍ଷେତ୍ରରେ ଶୃଙ୍ଖଳିତ ହେଲେ ଯାଇ ଆମେ ସଫଳତା ହାସଲ କରିପାରିବା । ଶୃଙ୍ଖଳା ବିନା ପ୍ରଗତି ଏବଂ ବିଜୟ ଅସମ୍ଭବ । ଶୃଙ୍ଖଳିତ ରୁଷ ସୈନ୍ୟ ଦ୍ୱିତୀୟ ବିଶ୍ୱ ଯୁଦ୍ଧ ସମୟରେ ଜର୍ମାନୀକୁ ପରାଜିତ କରିପାରିଥିଲେ । ଶିକ୍ଷା
Read More...

ମୋହନ ରାଓ ଭଗବତଙ୍କ ରାଉରକେଲା ଗସ୍ତ ନେଇ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ରାଉରକେଲା ବିଭାଗ ପକ୍ଷରୁ ସେକ୍ଟର-୩ ବିଏମ୍ଏସ୍ କାର୍ଯ୍ୟାଳୟରେ ଏକ ସମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାନ୍ତ ସମ୍ପର୍କ ପ୍ରମୁଖ ଡ. ସନାତନ ପ୍ରଧାନ ସୂଚନା ଦେଇ କହିଲେ, ଆସନ୍ତା ୨୦୨୫ରେ ସଂଘ
Read More...

ବଲାଙ୍ଗିର ଜିଲ୍ଲା ପରଷଦ ବୈଠକ

ଉତ୍ତମ ସମନ୍ଵୟ ମାଧ୍ୟମରେ ଯୋଜନାଗୁଡିକର ସଫଳ ରୂପାୟନ ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ବଲାଙ୍ଗିର ଜିଲ୍ଲା ପରିଷଦର ବୈଠକ ଜିଲ୍ଲା ପରିଷଦର ଅଧ୍ୟକ୍ଷ୍ୟା ଦେବକୀ ସାହୁଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ
Read More...

ଗ୍ରାସୀମ କମ୍ପାନୀ ପକ୍ଷରୁ ବେଳାଭୂମି ସ୍ଵଚ୍ଛତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀ ପକ୍ଷରୁ ବିବେକାନନ୍ଦ ଜୟନ୍ତୀ ଓ ଜାତୀୟ ଯୁବ ଦିବସ ଅବସରରେ ଋଷିକୁଲ୍ୟା ମୁହାଣ ବେଳାଭୂମି ଗଞ୍ଜାମ ବ୍ଲକ ନୂଆଁ ପୋଡ଼ମପେଟା ଠାରୁ ଗୋଖରାକୁଦା ପର୍ଯ୍ୟନ୍ତ ସ୍ଵଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ମୁଖ୍ୟ ଶାସନ ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

କଟକ - ସମ୍ବଲପୁର ଜାତୀୟ ରାଜପଥର କାର୍ଯ୍ୟ ଖୁବ ଶୀଘ୍ର ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମ୍ବଲପୁର ଜିଲ୍ଲା ଗସ୍ତ କରି କଟକ-ସମ୍ବଲପୁର ଜାତୀୟ ରାଜପଥରେ ଚାରି ଲେନ ବିଶିଷ୍ଟ କାର୍ଯ୍ୟର ଅଗ୍ରଗତି ସଂପର୍କରେ
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକପ୍ରିୟତାରେ ଅଦ୍ଭୁତପୂର୍ବ ସାଫଲ୍ୟ

• ଦେୟମୁକ୍ତ ଚିକିତ୍ସାରେ ୪୧୩ ଶତକଡ଼ା ଅଭିବୃଦ୍ଧି• ପାଣ୍ଠି ବିନିଯୋଗରେ ୫୪୮ ଶତକଡ଼ା ଅଭିବୃଦ୍ଧି ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଗତ ୨ ବର୍ଷ ମଧ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଲୋକପ୍ରିୟତାରେ ଅଦ୍ଭୁତପୂର୍ବ ଅଗ୍ରଗତି ଘଟିଛି । ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ତଥା
Read More...

୧୮ତମ ପାତାଳୀ ମହୋତ୍ସବର ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ପାଇଁ ପାତାଳୀ ମହୋତ୍ସବ ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ପଦ୍ମନାଭ
Read More...

ଆଦିବାସୀ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଂ ଅଧ୍ୟକ୍ଷତା କରିଥିଲେ । ଏଥିରେ
Read More...
error: Content is protected !!