Daily Archives

ମହାରାଣୀ ସାଗରର ଜଳ ପୁନଃ ଉଦ୍ଧାର ନେଇ ଅନୁଧ୍ୟାନ କଲେ ବିଶେଷଜ୍ଞ ଟିମ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଐତିହାସିକ ମହାରାଣୀ ସାଗରର ଜଳ ପୁନଃ ଉଦ୍ଧାର ହେବ । ଚଳିତ ଜାନୁଆରୀ ଶେଷ ସପ୍ତାହରୁ ଏହି କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଜୁନ୍ ମାସ ସୁଦ୍ଧା ମୌସୁମୀ ଆସିବା ପୂର୍ବରୁ ୫୦ ପ୍ରତିଶତ କାମ ଶେଷ ହେବ । ଆଜି ବନ୍ଧ ଅନୁଧ୍ୟାନ ପାଇଁ
Read More...

ବଲାଙ୍ଗିର ଉପଖଣ୍ଡସ୍ତରୀୟ ଲୋକଉତ୍ସବ ଟାଉନ ହଲଠାରେ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଟାଉନ ହଲଠାରେ ବଲାଙ୍ଗିର ଉପଖଣ୍ଡସ୍ତରୀୟ ଲୋକଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦର୍ଶକମାନେ ବିମୋହିତ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଏସ୍‌ପି ନୀତିନ କୁଶଳକର, ଉପଜିଲ୍ଲାପାଳ
Read More...

ରାଜ୍ୟ ଟାଇକଣ୍ଡୋ ପ୍ରତିଯୋଗିତା ପାଇଁ ବଲାଙ୍ଗିର ଦଳର ପୁରୀ ଗସ୍ତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ୧୪ ଓ ୧୫ ତାରିଖରେ ପୁରୀର ରାନୀସତି ଭବନ ସ୍ଥିତ ଟାଇକଣ୍ଡୋ ଟ୍ରେନିଂ ହଲରେ ଓଡିଶା ରାଜ୍ୟ ଟାଇକଣ୍ଡୋ ସଂଘ ତରଫରୁ ରାଜ୍ୟସ୍ତରୀୟ ଖିରୋଗୀ ଓ ପୁମସେଇ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ତରଫରୁ ଏକ
Read More...

ପାକିସ୍ତାନରେ ଏକ କିଲୋଗ୍ରାମ ଅଟାର ମୂଲ୍ୟ ୨୦୦ ଟଙ୍କା

ଇସ୍‌ଲାମାବାଦ : ପାକିସ୍ତାନରେ ଅଟା, ଡାଲି, ଚାଉଳ ଏବଂ ଚିନି ଆଦି ଅତ୍ୟାବଶ୍ୟକୀୟ ସାମଗ୍ରୀର ମୂଲ୍ୟ ଅସମ୍ଭାଳ ଭାବେ ବଢ଼ିଛି । ପାକିସ୍ତାନୀ ଲୋକମାନେ ଏବେ ଭୋକରେ ବିକଳ । କାଶ୍ମୀର ପାଇବାକୁ ସ୍ୱପ୍ନ ଦେଖୁଥିବା ପାକିସ୍ତାନକୁ ଘମାଘୋଟ ଦାରିଦ୍ର୍ୟ ଘାରିଛି । ପରିସ୍ଥିତି ଏପରି ଯେ, ଏଠାରେ ଅଟା
Read More...

ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ

ଭବାନୀପାଟଣା : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ । ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍‌ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ
Read More...

ବାଇକ୍‌ ଧକ୍କାରେ ଯୁବକ ଗୁରୁତର

ଦିଗପହଣ୍ଡି : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ରାଜପୁର ଗ୍ରାମ ଛକ ନିକଟରେ ଅଜଣା ବାଇକ୍‌ ଧକ୍କାରେ ଗୁରୁବାର ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ଚୁଡୁଙ୍ଗପୁର ଗ୍ରାମର ଆର୍‌.ଶିବ ପାତ୍ର (୪୦)। ଖବରପାଇ ଦିଗପହଣ୍ଡି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରକୁ ଉଦ୍ଧାର କରି
Read More...

କେମିକାଲ ପ୍ଲାଣ୍ଟରେ ବିସ୍ଫୋରଣ

ଓ୍ବାଶିଂଟନ : ଆମେରିକାର ଶିକାଗୋସ୍ଥିତ ଲାସଲେର ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ବିସ୍ଫୋରଣ ଘଟିଛି । ଏଥିଯୋଗୁ ନିଆଁ ଲାଗି ଫ୍ୟାକ୍ଟ୍ରି ଜଳିଯାଇଛି । ଇଲିନୋଇସ୍‌ର ଉତ୍ତର ଭାଗରେ ଥିବା ଏହି ପ୍ଲାଣ୍ଟ ଛାଡ଼ି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ସ୍ଥାନୀୟ ଲୋକଙ୍କୁ ପରାମର୍ଶ
Read More...

ପୋଖରୀରେ ବୁଡି ଶିଶୁ ମୃତ

ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ଜିଲା ଧର୍ମଗଡ ସହରରେ ପୋଖରୀରେ ବୁଡି ଯାଇ ଦେଢ଼ବଷର୍ର୍ର ଶିଶୁ ପୁତ୍ରର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ପୁଅ ଜଣକ ସ୍ଥାନୀୟ ଏନଏସି ସଫେଇ କର୍ମଚାରୀ ରିତେନ୍ଦ୍ର ସୁନାନିଙ୍କ ବୋଲି ସୂଚନା ମିଳିଛି । ସୂଚନା ଅନୁସାରେ ରିତେନ୍ଦ୍ରଙ୍କ ଘର ବନ୍ଧ
Read More...

୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି । ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ଆନାସ୍ଥେସିଆଲୋଜି ବିଭାଗ ପ୍ରଫେସର ଡ. ଲକ୍ଷ୍ମୀଧର ଦାଶଙ୍କୁ ଏସ୍‌ସିବି ମେଡିକାଲ କଲେଜକୁ
Read More...

ଜିଲ୍ଲା ସଂସ୍କୃତି ପରିଷଦ ଏବଂ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ମିନି ମାରାଥନ ଆୟୋଜିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ମାଲ୍ୟବନ୍ତ ମହୋତ୍ସବ ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ ଏବଂ ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ଗୁରୁବାର ଏକ ମିନି ମାରାଥନ (ଗଣଦୌଡ଼) ଆୟୋଜିତ ହୋଇଯାଇଛି । ଏଥିରେ ୬ ବର୍ଷର କୁନି ଧାବକ ରୁଦ୍ରପ୍ରସାଦ ସେଠୀ ୧୭ କି.ମି. ଦୌଡ଼ି ରେକର୍ଡ ସୃଷ୍ଟି କରିଛନ୍ତି
Read More...