ମାଲ୍ୟବନ୍ତ ମହୋତ୍ସବ : ସତୀଗୁଡା ଜଳଭଣ୍ଡାରରେ ଚିତାକର୍ଷକ ନୌକା ଚାଳନା ପ୍ରତିଯୋଗିତା
ମାଲକାନଗିରି : ମାଲକାନଗିରି ଜିଲ୍ଲାର ଲୋକ ଉତ୍ସବ ମାଲ୍ୟବନ୍ତ ମହୋତ୍ସବ ଉପଲକ୍ଷେ ସତିଗୁଡା ଜଳଭଣ୍ଡାରରେ ମତ୍ସ୍ୟଜୀବୀ ମାନଙ୍କୁ ନେଇ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାକୁ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରତ୍ନାକର ସାହୁ ସବୁଜ ପତାକା!-->…
Read More...
Read More...