Daily Archives

ଗ୍ୟାସ ସିଲିଣ୍ଡରରେ ଲାଗିଲା ନିଆଁ : ଅଳ୍ପକେ ବର୍ତ୍ତିଲେ ପରିବାର

ଗଞ୍ଜାମ, (କେ. ସତ୍ୟନାରାୟଣ ରେଡ୍ଡୀ) : ରୋଷେଇ ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଲା ନିଆଁ । ମକର ସଂକ୍ରାନ୍ତିରେ ବଡ଼ ଅଘଟଣରୁ ବର୍ତ୍ତିଲେ ପୂରା ପରିବାର । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ମହନଳା ଗ୍ରାମର ସକଳେସୁ ଦୋରାଙ୍କ ଘରେ ରୋଷେଇ କରିବା ପାଇଁ ଗ୍ୟାସ ଲଗାଇବା ସମୟରେ
Read More...

ଖଣ୍ଡଗିରିରେ ସ୍ଥାପନ ହେଲା “ଖଣ୍ଡଗିରି’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖଣ୍ଡଗିରିରେ ସ୍ଥାପନ ହେଲା ଖଣ୍ଡଗିରି । ଶୁଣି ଆଶ୍ଚର୍ଯ୍ୟ ଲାଗୁଥିବ । କିନ୍ତୁ କଥାଟି ସତ । ପୁରୁଷ ହକି ବିଶ୍ୱକପ୍‌-୨୦୨୩ ପାଇଁ ସାରା ଭୁବନେଶ୍ୱର ନୂଆ ବେଶ ଧାରଣ କରିଛି । ଆଉ ସେ ଭିତରେ ବଦଳିଯାଇଛି ଖଣ୍ଡଗିରି ଛକ ଓଭର୍‌ବ୍ରିଜ୍‌ର ରୂପ । ବ୍ରିଜ୍‌ ତଳ
Read More...

ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ସ୍ଥିତ ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ କଲେଜର ଅଧ୍ୟକ୍ଷ ସୁବୋଧ କୁମାର ଶତପଥୀ,
Read More...

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ୧୨୩ଙ୍କ ଜୟନ୍ତୀ ସାମାରୋହ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଧୁନିକ ଓଡିଶାର ନିର୍ମାତା ତଥା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୩ତମ ଜନ୍ମ ଜୟନ୍ତୀ ଦିବସ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରଠାରେ ବର୍ଣ୍ଣାଢ଼୍ୟ ସାମାରୋହରେ ପାଳିତ
Read More...

ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି : ଆସନ୍ତୁ ଜାଣିବା ଏହାର ମହତ୍ୱ…..

ବଲାଙ୍ଗିର, (କେପିଏନ୍‌ଏସ୍‌) : ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ
Read More...

ବିଜେପିର ତିନୋଟି ମଣ୍ଡଳର ପଦାଧିକାରୀ ବୈଠକ ଅନୁଷ୍ଠିତ

ତାଳଚେର, (ଆର୍ତ୍ତତ୍ରାଣ ପାଣି) : ତାଳଚେର ଦେଉଳବେଡାଠାରେ ବିଜେପିର ତିନୋଟି ମଣ୍ଡଳର ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଜେପି ରାଜ୍ୟ ସମ୍ପାଦକ ତଥା ତାଳଚେର ବିଧାନସଭା ନେତା କାଳନ୍ଦି ସାମଲ ଯୋଗଦେଇ ସମସ୍ତ ପଂଚାୟତ ସ୍ତରରେ ଥିବା ସମସ୍ୟାକୁ ନେଇ ବିଜେପି ପ୍ରଶାସନ ନିକଟରେ ଜଣାଇବା
Read More...

୨୧ତମ ଉପଖଣ୍ଡସ୍ତରୀୟ ବଲାଙ୍ଗିର ଲୋକଉତ୍ସବ ୨୦୨୩

ଡାଳଖାଇ ଓ ହଲିଆ ଗୀତରେ ଦୁଲୁକିଲା ଟାଉନ ହଲ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଟାଉନ ହଲଠାରେ ୨୧ତମ ଉପଖଣ୍ଡସ୍ତରୀୟ ବଲାଙ୍ଗିର ଲୋକଉତ୍ସବ ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବରେ ମୁଖ୍ୟ ଅତିଥି ତଥା ଉଦ୍‌ଘାଟକ ଭାବେ ଜିଲ୍ଲାପାଳ
Read More...

ଛାତ୍ରୀଙ୍କ ଆତ୍ମରକ୍ଷା କୌଶଳ ତାଲିମ ଶିବିର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ +୨ ପ୍ରଥମ ବର୍ଷର ୧୦୮ ଜଣ ଛାତ୍ରୀଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ଡ. ଶରତ ଚନ୍ଦ୍ର ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନ
Read More...

ଭାଷା ଆଇନ ଉଲ୍ଲଂଘନରେ ଓଡ଼ିଆ ଭାଷା ବିକାଶ ମଞ୍ଚର ପ୍ରତିବାଦ

ରାଉରକେଲା, (ସସ୍ମିତା ପ୍ରଧାନ) : ଭଞ୍ଜଭବନ ପରିସରରେ ଏବଂ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିର ସାରସ୍ୱତ ମନ୍ଦିର ସର୍ବପୁରାତନ ଆଦର୍ଶ ପାଠାଗାରର ହୃତପିଣ୍ଡ ଉପରେ ଓରମାସ୍ ଏବଂ ଜିଲ୍ଲା ପ୍ରଶାସନ ସହଯୋଗିତାରେ ଜାତୀୟ ବାଣିଜ୍ୟିକ ପ୍ରଦର୍ଶନୀ ଜାନୁଆରୀ ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଦିବା ଦଶ
Read More...

ଖଲିଆପାଲି ସ୍କୁଲରେ ହକି ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହକି ବିଶ୍ୱକପକୁ ସ୍ମରଣୀୟ, ଲୋକପ୍ରିୟ ଓ ଏହାର ପ୍ରଚାରପ୍ରସାର କରିବା ପାଇଁ ହକି ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ ପସାୟତଙ୍କ
Read More...