Daily Archives

ଜ୍ଞାନଜ୍ୟୋତି ତପୋବନ ଶିକ୍ଷା ମନ୍ଦିରର କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ କୁଡ଼ାସିଂହା ସ୍ଥିତ ଜ୍ଞାନଜ୍ୟୋତି ତପୋବନ ଶିକ୍ଷା ମନ୍ଦିରରେ ସୋମବାର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ବ୍ଲକ ଉପାଧ୍ୟକ୍ଷା ଶ୍ରୀମତୀ ପୁଷ୍ପାଞ୍ଜଳି ହୋତା ଯୋଗ ଦେଇଥିବା ବେଳେ
Read More...

ଦେଓଗାଁ କଲେଜରେ ଛାତ୍ରୀଙ୍କୁ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ଦେଓଗାଁ, (ମନୀଷ କୁମାର ସାହୁ) : ସୋମବାର ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୦୨୨-୨୩ ବର୍ଷର ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଉପମନ୍ୟୁ ବାଗଙ୍କ ସଭାପତିତ୍ବରେ ଇଂରାଜୀ ଅଧ୍ୟାପକ ଦେବଦତ୍ତ ଗୁରୁ
Read More...

କଳାହାଣ୍ଡି ଉତ୍ସବ ଉପଲକ୍ଷେ ‘କଳାହାଣ୍ଡି ସେଦିନର ଓ ଆଜିର’ ଶୀର୍ଷକ ସଂପାନ ଅନୁଷ୍ଠିତ

କଳାହାଣ୍ଡି ସମଗ୍ର ବିଶ୍ୱକୁ ଦିଗଦର୍ଶନ ଦେବାର ସମୟ ଆସିଛି କଳାହାଣ୍ଡି, (ପି.କେ.ସାହୁ) : ମନସ୍ତାତ୍ତ୍ୱିକ ବିଚାରଧାରାର ପରିବର୍ତ୍ତନ କଳାହାଣ୍ଡି ଜିଲ୍ଲାକୁ ସମଗ୍ର ଦେଶରେ ଆଗୁଆ କରି ଗଢ଼ି ତୋଳିବ । ଆଜି ଏ ଜିଲ୍ଲା ସାରା ଦେଶରେ ଭାତହାଣ୍ଡିର ପରିଚୟ ପାଇଛି ସତ ତେବେ ଜିଲ୍ଲାବାସୀଙ୍କ
Read More...

ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସୁବର୍ଣ୍ଣପୁର ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ୨୦୨୩ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସଡକ ସୁରକ୍ଷା ସପ୍ତାହର ଷଷ୍ଠ ଦିବସରେ ଆଞ୍ଚଳିକ ପରିବହନ ଅଧିକାରୀ ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ତରଫରୁ ଆଜି ଦିବା ୧୦ ଘଣ୍ଟା ସମୟରେ ବିନିକା ବ୍ଲକର ସରକାରୀ ବଳକା ଉଚ୍ଚ ବିଦ୍ୟାଳୟରେ ଏକ କ୍ଷୁଦ୍ର ଚଳଚିତ୍ର ମାଧ୍ୟମରେ ସଡକ ସୁରକ୍ଷା ସଚେତନତା
Read More...

ବିଶ୍ୱସ୍ତରୀୟ ପ୍ରବହମାନ ସାଂସ୍କୃତିକ ବିଚାରଧାରାର ମହାମିଳନ : କଳାହାଣ୍ଡି ଉତ୍ସବ ଘୁମୁରା

ନୃତ୍ୟଗୀତର ଆଖି ଝଲସା କାର୍ଯ୍ୟକ୍ରମରେ ଉତ୍ସବ ପଡିଆ ଲୋକାରଣ୍ୟକମିଲା ଦୂରତା, ଜମିଲା ବେପାର କଳାହାଣ୍ଡି, (ପି.କେ. ସାହୁ) : ପ୍ରାଣ ପ୍ରାଚୁର୍ଯ୍ୟର ମୂର୍ତ୍ତିମନ୍ତ ପ୍ରତୀକ, ବିଶ୍ୱସ୍ତରୀୟ ପ୍ରବହମାନ ସାଂସ୍କୃତିକ ବିଚାରଧାରାର ମହାମିଳନ ହେଉଛି କଳାହାଣ୍ଡି ଉତ୍ସବ ଘୁମୁରା । ରୌପ୍ୟ
Read More...

କେନ୍ଦୁପତ୍ର କର୍ମଚାରୀମାନଙ୍କ ମାରାଥନ ରେସ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କେନ୍ଦୁପତ୍ର ବନ କର୍ମଚାରୀମାନେ ଓଡିଶାରେ ଚାଲିଥିବା ହକି ବିଶ୍ୱ କପ ଏବଂ ଭାରତୀୟ ହକି ଦଳକୁ ପ୍ରତ୍ସାହିତ କରିବା ପାଇଁ ଏକ ମିନି ମାରାଥନ କରିଥିଲେ । ଏହା ବଲାଙ୍ଗିର କେନ୍ଦୁପତ୍ର ଡିଭିଜନ ଅଫିସରୁ ବାହାରି ସାର୍କିଟହାଉସ, ରୁଗୁଡିପଡା ଛକ,
Read More...

କେନ୍ଦୁପତ୍ର ତୋଳାଳିମାନଙ୍କୁ ଚେକ୍‌ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କେନ୍ଦୁପତ୍ର ଡିଏଫ୍‌ଓ ରଞ୍ଜିତ ମଲ୍ଲିକଙ୍କ ଆନୁକୂଲ୍ୟରେ କେନ୍ଦୁପତ୍ର ତେଳାଳି ଓ ବନ୍ଧାଳି କଲ୍ୟାଣ ପାଣ୍ଠିରୁ ମୃତ୍ୟୁକାଳୀନ ସହାୟତା ରାଶି ପାଇଥିବା ହିତାଧିକାରୀମାନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଚେକ୍‌ ବଣ୍ଟନ କରାଯାଇଥିଲା । ବଲାଙ୍ଗିର
Read More...

ବଲାଙ୍ଗିର ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘ ତରଫରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବସ୍‌ ଟର୍ମିନାଲ ସ୍ଥିତ ନୂଆ ଘରୋଇ ବସ୍‌ଷ୍ଟାଣ୍ଡ ଠାରେ ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ବଲାଙ୍ଗିର ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର
Read More...

ମୋହନଗିରି ଠାରେ ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଦ୍ୱିତୀୟ ଦିନରେ କଳାହାଣ୍ଡି ୧୦୪ ରନ୍‌ରେ ବିଜୟୀ କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମୋହନଗିରି ଠାରେ ଧବଳେଶ୍ୱର କ୍ରୀଡା ଓ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଆରମ୍ଭ ହୋଇଥିବା ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ସୋମବାର ଦ୍ୱିତୀୟ ଦିନ
Read More...

ଓସଡମା ପକ୍ଷରୁ କଲ୍ୟାଣପୁର ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳରେ ପ୍ରଶିକ୍ଷଣ ଶିବିର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଛଡିଆ) : ପୁରୀ ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ସଂସ୍ଥା (ଓସଡମା) ମିଳିତ ଅନୁକୂଲ୍ୟରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କଲ୍ୟାଣପୁର ଗ୍ରାମ ପଂଚାୟତରେ କଲ୍ୟାଣପୁର ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀଠାରେ ପରିଚାଳନା କମିଟି ମେମ୍ବର
Read More...
error: Content is protected !!